ରୋମୀୟ 9:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କିନ୍ତୁ ହେ ଭାଇ, ତୁମ୍ଭେ କିଏ ଯେ ଈଶ୍ବରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି? Gade chapit laପବିତ୍ର ବାଇବଲ (Re-edited) - (BSI)20 କିନ୍ତୁ ହେ ମନୁଷ୍ୟ, ତୁମ୍ଭେ କିଏ ଯେ ଈଶ୍ଵରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି? Gade chapit laଓଡିଆ ବାଇବେଲ20 କିନ୍ତୁ ହେ ମନୁଷ୍ୟ, ତୁମ୍ଭେ କିଏ ଯେ ଈଶ୍ୱରଙ୍କ ପ୍ରତିବାଦ କର ? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି ? Gade chapit laପବିତ୍ର ବାଇବଲ (CL) NT (BSI)20 କିନ୍ତୁ ବନ୍ଧୁ, ଈଶ୍ୱରଙ୍କ କଥାରେ ପ୍ରତିବାଦ କରିବାକୁ ତୁମେ କିଏ? “ମୋତେ ଏପରି କାହିଁକି ଗଢ଼ିଲ” ବୋଲି ପାତ୍ରଟିଏ କୁମ୍ଭକାରକୁ ପଚାରି ପାରେ ନାହିଁ। Gade chapit laପବିତ୍ର ବାଇବଲ20 ତୁମ୍ଭେ କେବଳ ଜଣେ ମଣିଷ। ପରମେଶ୍ୱରଙ୍କୁ ଓଲଟି ପ୍ରଶ୍ନ ପଗ୍ଭରିବାର ଅଧିକାର ତୁମ୍ଭର ନାହିଁ। ମାଟି କଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ “ତୁମ୍ଭେ ମୋତେ ଏପରି ଭାବେ କାହିଁକି ଗଢ଼ିଲ?” Gade chapit la |