ରୋମୀୟ 9:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କିନ୍ତୁ ଈଶ୍ବର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ିକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି, Gade chapit laପବିତ୍ର ବାଇବଲ (Re-edited) - (BSI)22 କିନ୍ତୁ ଈଶ୍ଵର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ାକପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି, Gade chapit laଓଡିଆ ବାଇବେଲ22 କିନ୍ତୁ ଈଶ୍ୱର ଆପଣା କ୍ରୋଧ ପ୍ରଦର୍ଶନ କରିବା ନିମନ୍ତେ ଓ ଆପଣା ଶକ୍ତି ଜ୍ଞାତ କରାଇବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଯଦି ବିନାଶାର୍ଥେ ପ୍ରସ୍ତୁତ ହୋଇଥିବା କ୍ରୋଧର ପାତ୍ରଗୁଡ଼ାକ ପ୍ରତି ଦୀର୍ଘସହିଷ୍ଣୁତା ସହ ଧୈର୍ଯ୍ୟ ଧରିଅଛନ୍ତି, Gade chapit laପବିତ୍ର ବାଇବଲ (CL) NT (BSI)22 ଈଶ୍ୱର ମଧ୍ୟ ଠିକ୍ ସେହିପରି କରିଛନ୍ତି। ସେ ଚାହୁଁଥିଲେ, ତାଙ୍କର କ୍ରୋଧ ପ୍ରଦର୍ଶନ କରିବାକୁ ଓ ପରାକ୍ରମ ପ୍ରକାଶ କରିବାକୁ। କିନ୍ତୁ ଯେଉଁମାନେ ତାଙ୍କ କ୍ରୋଧର ପାତ୍ର ହୋଇ ବିନଷ୍ଟ ହେବା ସୁନିଶ୍ଚିତ ଥିଲା, ସେମାନଙ୍କ ପ୍ରତି ଈଶ୍ୱର ଅତୀବ ସହନଶୀଳ ହେଲେ। Gade chapit laପବିତ୍ର ବାଇବଲ22 ଠିକ୍ ସେହିଭଳି ପରମେଶ୍ୱର ମଧ୍ୟ ନିଜର କ୍ରୋଧ ଓ ଶକ୍ତି ପ୍ରଦର୍ଶନ କରିବା ପାଇଁ ଗ୍ଭହିଁଥିଲେ। ସେ ଖୁବ୍ ଧୈର୍ଯ୍ୟର ସହିତ ତାହାଙ୍କ କ୍ରୋଧ ଓ ବିନାଶ ପାତ୍ରମାନଙ୍କୁ ସହି ନେଇଥିଲେ। Gade chapit la |