ରୋମୀୟ 9:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ; Gade chapit laପବିତ୍ର ବାଇବଲ (Re-edited) - (BSI)27 ପୁଣି, ଯିଶାଇୟ ଇସ୍ରାଏଲ ସମ୍ଵନ୍ଧରେ ଉଚ୍ଚ ସ୍ଵରରେ କହନ୍ତି, “ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେନ୍ତ” Gade chapit laଓଡିଆ ବାଇବେଲ27 ପୁଣି, ଯିଶାଇୟ ଇସ୍ରାଏଲ ସମ୍ବନ୍ଧରେ ଉଚ୍ଚସ୍ୱରରେ କହନ୍ତି, "ଇସ୍ରାଏଲର ସନ୍ତାନମାନଙ୍କ ସଂଖ୍ୟା ସମୁଦ୍ରର ବାଲି ପରି ହେଲେ ସୁଦ୍ଧା କେବଳ ଅବଶିଷ୍ଟାଂଶ ପରିତ୍ରାଣ ପ୍ରାପ୍ତ ହେବେ;" Gade chapit laପବିତ୍ର ବାଇବଲ (CL) NT (BSI)27 ପୁଣି ଇଶ୍ରାୟେଲ ସମ୍ପର୍କରେ ଯିଶାଇୟ କହିଛନ୍ତି, “ଯଦିଓ ଇଶ୍ରାଏଲୀୟମାନେ ସମୁଦ୍ରର ବାଲୁକା ପରି ଅଗଣିତ, ସେମାନଙ୍କ ମଧ୍ୟରୁ ଅଳ୍ପ କେତେକ ମାତ୍ର ପରିତ୍ରାଣ ପାଇବେ। Gade chapit laପବିତ୍ର ବାଇବଲ27 ଏବଂ ଇସ୍ରାଏଲ ବିଷୟରେ ଯିଶାଇୟ ଘୋଷଣା କରି କୁହନ୍ତି: “ସମୁଦ୍ରର ବାଲିକଣିକା ପରି ଇସ୍ରାଏଲର ଲୋକମାନଙ୍କ ସଂଖ୍ୟା ଅସଂଖ୍ୟ। କିନ୍ତୁ ସେମାନଙ୍କ ଭିତରୁ ଖୁବ୍ ଅଳ୍ପ ଲୋକ ରକ୍ଷା ପାଇ ପାରିବେ। Gade chapit la |
ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।