Biblia Todo Logo
Bib sou entènèt

- Piblisite -




ରୋମୀୟ 9:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 କିନ୍ତୁ ଇସ୍ରାଏଲ ଧାର୍ମିକତାର ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 କିନ୍ତୁ ଇସ୍ରାଏଲ ଧାର୍ମିକତାର ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

31 କିନ୍ତୁ ଇସ୍ରାଏଲ ଧାର୍ମିକତାର ମୋଶାଙ୍କ ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ମୋଶାଙ୍କ ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 କିନ୍ତୁ ଇହୁଦୀମାନେ ବ୍ୟବସ୍ଥା ଦ୍ୱାରା ଧାର୍ମିକ ହେବା ପାଇଁ ଚେଷ୍ଟା କରି ବିଫଳ ହୋଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ

31 ଇସ୍ରାଏଲର ଲୋକେ ଧାର୍ମିକ ହେବା ପାଇଁ ବ୍ୟବସ୍ଥା ପାଳନ କରି ମଧ୍ୟ କୃତକାର୍ଯ୍ୟ ହେଲେ ନାହିଁ।

Gade chapit la Kopi




ରୋମୀୟ 9:31
13 Referans Kwoze  

ତେବେ କଅଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;


କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।


ଉଦ୍‌ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।


ତେବେ ମୋଶାଙ୍କ ବ୍ୟବସ୍ଥା କି ଈଶ୍ବରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାଆନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା।


“ହେ ଧର୍ମର ଅନୁଗାମୀଗଣ, ହେ ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭେମାନେ ଆମ୍ଭର କଥା ଶୁଣ: ତୁମ୍ଭେମାନେ ଯେଉଁ ଶୈଳରୁ କଟା ହୋଇଥିଲ ଓ ଯେଉଁ ଗର୍ତ୍ତର ଛେଦରୁ ଖୋଳା ହୋଇଥିଲ, ତହିଁ ପ୍ରତି ଦୃଷ୍ଟିପାତ କର।


ତେବେ ଗର୍ବ କେଉଁଠାରେ? ତାହା ଦୂରୀକୃତ ହେଲା। କେଉଁ ପ୍ରକାର ବ୍ୟବସ୍ଥା ଦ୍ୱାରା? କଅଣ କ୍ରିୟାକର୍ମର ବ୍ୟବସ୍ଥା ଦ୍ୱାରା? ନା, କିନ୍ତୁ ବିଶ୍ୱାସର ବ୍ୟବସ୍ଥା ଦ୍ୱାରା।


ତାହା ପରେ ଯିଶାଇୟ ସାହସରେ କହନ୍ତି, “ଯେଉଁମାନେ ଆମ୍ଭର ଅନ୍ୱେଷଣ କରୁ ନ ଥିଲେ, ସେମାନେ ଆମ୍ଭକୁ ପ୍ରାପ୍ତ ହେଲେ; ଯେଉଁମାନେ ଆମ୍ଭ ବିଷୟ ପଚାରୁ ନ ଥିଲେ, ସେମାନଙ୍କ ନିକଟରେ ଆମ୍ଭେ ପ୍ରକାଶିତ ହେଲୁ।”


Swiv nou:

Piblisite


Piblisite