ରୋମୀୟ 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଏହା ତ ପ୍ରତିଜ୍ଞାର ବାକ୍ୟ, ଏହି ଋତୁରେ ଆମ୍ଭେ ଆସିବା, ଆଉ ସାରା ଗୋଟିଏ ପୁତ୍ର ପ୍ରାପ୍ତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)9 କାରଣ ଏହା ତ ପ୍ରତିଜ୍ଞାର ବାକ୍ୟ, ଏହି ଋତୁରେ ଆମ୍ଭେ ଆସିବା, ଆଉ ସାରା ଗୋଟିଏ ପୁତ୍ର ପ୍ରାପ୍ତ ହେବ। Gade chapit laଓଡିଆ ବାଇବେଲ9 କାରଣ ଏହା ତ ପ୍ରତିଜ୍ଞାର ବାକ୍ୟ, ଏହି ଋତୁରେ ଆମ୍ଭେ ଆସିବା, ଆଉ ସାରା ଗୋଟିଏ ପୁତ୍ର ପ୍ରାପ୍ତ ହେବ । Gade chapit laପବିତ୍ର ବାଇବଲ (CL) NT (BSI)9 ଈଶ୍ୱର ଏହି ପ୍ରତିଜ୍ଞା କରିଥିଲେ, “ଠିକ୍ ଏହି ଋତୁରେ ଆମ୍ଭେ ପ୍ରତ୍ୟାବର୍ତ୍ତନ କରିବୁ, ସେତେବେଳେ ସାରା ପୁତ୍ରବତୀ ହୋଇଥିବେ।” Gade chapit laପବିତ୍ର ବାଇବଲ9 ପରମେଶ୍ୱରଙ୍କ ପ୍ରତିଜ୍ଞା ଏହିପରି ଥିଲା: “ଉଚିତ୍ ସମୟ ଉପସ୍ଥିତ ହେଲେ ମୁଁ ଫେରିବି ଓ ସାରା ପୁତ୍ର ଜନ୍ମ କରିବ।” Gade chapit la |