Biblia Todo Logo
Bib sou entènèt

- Piblisite -




ରତର ବିବରଣ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି ସେମାନେ ତାହାକୁ କହିଲେ, “ନା, ଆମ୍ଭେମାନେ ତୁମ୍ଭ ସଙ୍ଗରେ ତୁମ୍ଭ ଲୋକମାନଙ୍କ ନିକଟକୁ ଫେରିଯିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ସେମାନେ ତାହାକୁ କହିଲେ, ନା, ଆମ୍ଭେମାନେ ତୁମ୍ଭ ସଙ୍ଗରେ ତୁମ୍ଭ ଲୋକମାନଙ୍କ ନିକଟକୁ ଫେରି ଯିବା।

Gade chapit la Kopi

ଓଡିଆ ବାଇବେଲ

10 ପୁଣି ସେମାନେ ତାହାକୁ କହିଲେ, “ନା, ଆମ୍ଭେମାନେ ତୁମ୍ଭ ସଙ୍ଗରେ ତୁମ୍ଭ ଲୋକମାନଙ୍କ ନିକଟକୁ ଫେରି ଯିବା।

Gade chapit la Kopi

ପବିତ୍ର ବାଇବଲ

10 କିନ୍ତୁ ପୁତ୍ରବଧୂମାନେ କହିଲେ, “ଆମ୍ଭେମାନେ ତୁମ୍ଭ ସହିତ ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କ ନିକଟକୁ ଯିବାକୁ ଗ୍ଭହୁଁ।”

Gade chapit la Kopi




ରତର ବିବରଣ 1:10
6 Referans Kwoze  

ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସେହି ସମୟରେ ଏପରି ଘଟିବ ଯେ, ସର୍ବ ଭାଷାବାଦୀ ଗୋଷ୍ଠୀଗଣ ମଧ୍ୟରୁ ଦଶ ଜଣ ପୁରୁଷ ଏକ ଯିହୁଦୀ ଲୋକର ବସ୍ତ୍ରର ଅଞ୍ଚଳ ଧରି ଏହି କଥା କହିବେ, ‘ଆମ୍ଭେମାନେ ତୁମ୍ଭ ସଙ୍ଗରେ ଯିବୁ, କାରଣ ପରମେଶ୍ୱର ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି ବୋଲି ଆମ୍ଭେମାନେ ଶୁଣିଅଛୁ।’”


ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।


ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।


ତୁମ୍ଭେ ଦୁଇ ଜଣ ନିଜ ନିଜର ସ୍ୱାମୀ ଗୃହରେ ଯେପରି ବିଶ୍ରାମ ପାଅ,” ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ, ପୁଣି ସେ ସେମାନଙ୍କୁ ଚୁମ୍ବନ କଲା; ତହିଁରେ ସେମାନେ ଉଚ୍ଚସ୍ୱରରେ ରୋଦନ କଲେ।


ନୟମୀ ଉତ୍ତର ଦେଲେ, “ହେ ଆମ୍ଭର କନ୍ୟାମାନେ, ଫେରିଯାଅ, ଆମ୍ଭ ସଙ୍ଗରେ କାହିଁକି ଯିବ? ତୁମ୍ଭମାନଙ୍କ ସ୍ୱାମୀ ହେବା ପାଇଁ ଏବେ ହେଁ କି ଆମ୍ଭ ଗର୍ଭରେ ପୁତ୍ର ଅଛି?


ଏଣୁ ନିଜର ବାସସ୍ଥାନ ଛାଡ଼ି ସେ ଓ ତାହା ସହିତ ତାହାର ଦୁଇ ପୁତ୍ରବଧୂ ଯିହୁଦା ଦେଶକୁ ଫେରିଯିବା ପାଇଁ ପଥରେ ଗମନ କଲେ।


Swiv nou:

Piblisite


Piblisite