Biblia Todo Logo
Bib sou entènèt

- Piblisite -




ରତର ବିବରଣ 1:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏରୂପେ ତାହା ସହିତ ଯିବା ପାଇଁ ରୂତ ଦୃଢ଼ମନସ୍କ ଅଟେ, ଏହା ଦେଖି ସେ ତାହାକୁ ତର୍କ ନ କରି ଶାନ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏରୂପେ ତାହା ସହିତ ଯିବା ପାଇଁ ରୂତ ଦୃଢ଼-ମନସ୍କ ଅଟେ, ଏହା ଦେଖି ସେ ତାହାକୁ କଥା କହିବାରୁ କ୍ଷା; ହେଲା।

Gade chapit la Kopi

ଓଡିଆ ବାଇବେଲ

18 ଏରୂପେ ତାହା ସହିତ ଯିବା ପାଇଁ ରୂତ ଦୃଢ଼ମନସ୍କ ଅଟେ, ଏହା ଦେଖି ସେ ତାହାକୁ ତର୍କ ନ କରି ଶାନ୍ତ ହେଲା।

Gade chapit la Kopi

ପବିତ୍ର ବାଇବଲ

18 ନୟମୀ ଦେଖିଲେ ଯେ ଋତ ତାଙ୍କ ସହିତ ଯିବା ପାଇଁ ସଂକଳ୍ପବଦ୍ଧ ଥିଲେ। ତେଣୁ ନୟମୀ ତାଙ୍କ ସହିତ ଯୁକ୍ତି ବନ୍ଦ କଲେ।

Gade chapit la Kopi




ରତର ବିବରଣ 1:18
4 Referans Kwoze  

ସେ ନ ମାନିବାରୁ ଆମ୍ଭେମାନେ କ୍ଷାନ୍ତ ହୋଇ କହିଲୁ, ପ୍ରଭୁଙ୍କର ଇଚ୍ଛା ସଫଳ ହେଉ।


ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।


ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ।


ଏଣୁ ସେ ଦୁଇ ଜଣ ଯାଉ ଯାଉ ବେଥଲିହିମରେ ଉପସ୍ଥିତ ହେଲେ। ପୁଣି ଯେତେବେଳେ ସେମାନେ ବେଥଲିହିମରେ ଉପସ୍ଥିତ ହେଲେ, ସେତେବେଳେ ସେମାନଙ୍କ ବିଷୟରେ ନଗରଯାକ ଜନରବ ହୁଅନ୍ତେ, ସ୍ତ୍ରୀଲୋକମାନେ କହିଲେ, “ଏ କି ନୟମୀ?”


Swiv nou:

Piblisite


Piblisite