ରତର ବିବରଣ 1:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି। ସଦାପ୍ରଭୁ ଯେବେ ମୋʼ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ?” Gade chapit laପବିତ୍ର ବାଇବଲ (Re-edited) - (BSI)21 ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି। ସଦାପ୍ରଭୁ ଯେବେ ମୋʼ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ? Gade chapit laଓଡିଆ ବାଇବେଲ21 ମୁଁ ପରିପୂର୍ଣ୍ଣ ହୋଇ ଯାତ୍ରା କରିଥିଲି, ମାତ୍ର ସଦାପ୍ରଭୁ ମୋତେ ଶୂନ୍ୟ କରି ଫେରାଇ ଆଣିଅଛନ୍ତି। ସଦାପ୍ରଭୁ ଯେବେ ମୋ’ ପ୍ରତିକୂଳରେ ପ୍ରମାଣ ଦେଇଅଛନ୍ତି ଓ ସର୍ବଶକ୍ତିମାନ ଯେବେ ମୋତେ ଦୁଃଖ ଦେଇଅଛନ୍ତି, ତେବେ ମୋତେ ନୟମୀ ବୋଲି କାହିଁକି ଡାକୁଅଛ ?” Gade chapit laପବିତ୍ର ବାଇବଲ21 ଯେତେବେଳେ ମୁଁ ଏହି ସ୍ଥାନ ଛାଡ଼ିଲି, ମୋର ସବୁକିଛି ଥିଲା, କିନ୍ତୁ ସଦାପ୍ରଭୁ ମୋତେ ଖାଲି ହାତରେ ଘରକୁ ଫେରାଇ ଆଣିଲେ। ସଦାପ୍ରଭୁ ମୋତେ ଦୁଃଖ ଦେଇଅଛନ୍ତି, ତେଣୁ ତୁମ୍ଭେମାନେ ମୋତେ ‘ନୟମୀ’ ବୋଲି କାହିଁକି ଡାକୁଅଛୁ? ସର୍ବଶକ୍ତିମାନ ପରମେଶ୍ୱର ମୋତେ ଅନେକ ଦୁଃଖ ଦେଇଛନ୍ତି ଏବଂ ମୋ’ ଉପରକୁ ବହୁତ ଅସୁବିଧା ଆଣିଛନ୍ତି।” Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।