Biblia Todo Logo
Bib sou entènèt

- Piblisite -




ରତର ବିବରଣ 1:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେ ଦୁଇ ଜଣ ନିଜ ନିଜର ସ୍ୱାମୀ ଗୃହରେ ଯେପରି ବିଶ୍ରାମ ପାଅ,” ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ, ପୁଣି ସେ ସେମାନଙ୍କୁ ଚୁମ୍ବନ କଲା; ତହିଁରେ ସେମାନେ ଉଚ୍ଚସ୍ୱରରେ ରୋଦନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେ ଦୁଇ ଜଣ ଆପଣା ଆପଣା ସ୍ଵାମୀ ଗୃହରେ ଯେପରି ଆଶ୍ରୟ ପାଅ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ; ଅନନ୍ତର ସେ ସେମାନଙ୍କୁ ଚୁମ୍ଵନ କଲା; ତହିଁରେ ସେମାନେ ଉଚ୍ଚୈଃସ୍ଵରରେ ରୋଦନ କଲେ।

Gade chapit la Kopi

ଓଡିଆ ବାଇବେଲ

9 ତୁମ୍ଭେ ଦୁଇ ଜଣ ନିଜ ନିଜର ସ୍ୱାମୀ ଗୃହରେ ଯେପରି ବିଶ୍ରାମ ପାଅ,” ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଏପରି କୃପା କରନ୍ତୁ,” ପୁଣି ସେ ସେମାନଙ୍କୁ ଚୁମ୍ବନ କଲା; ତହିଁରେ ସେମାନେ ଉଚ୍ଚୈଃସ୍ୱରରେ ରୋଦନ କଲେ।

Gade chapit la Kopi

ପବିତ୍ର ବାଇବଲ

9 ମୁଁ ପ୍ରାର୍ଥନା କରୁଛି ଯେ, ସଦାପ୍ରଭୁ ତୁମ୍ଭ ପ୍ରତ୍ୟେକଙ୍କୁ ନୂତନ ସ୍ୱାମୀ ଏବଂ ସୁରକ୍ଷିତ ଘର ଦିଅନ୍ତୁ।” ନୟମୀ ତା'ର ପୁତ୍ରବଧୂମାନଙ୍କୁ ଚୁମ୍ବନ ଦେଲା ଓ ସେମାନେ ସମସ୍ତେ କ୍ରନ୍ଦନ କଲେ।

Gade chapit la Kopi




ରତର ବିବରଣ 1:9
8 Referans Kwoze  

ଏଥିଉତ୍ତାରେ ତାହାର ଶାଶୁ ନୟମୀ ତାହାକୁ କହିଲା, “ଆହେ ମୋହର କନ୍ୟା, ଯେଉଁଥିରେ ତୁମ୍ଭର ମଙ୍ଗଳ ହେବ, ଏପରି ଆଶ୍ରୟ ସ୍ଥାନ ମୁଁ କି ତୁମ୍ଭ ପାଇଁ ଚେଷ୍ଟା କରିବି ନାହିଁ?


ଆଉ ସେମାନେ ଅତ୍ୟନ୍ତ ରୋଦନ କରି ପାଉଲଙ୍କ ଗଳା ଧରି ତାହାଙ୍କୁ ଚୁମ୍ବନ କରିବାକୁ ଲାଗିଲେ,


ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।


ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।


ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍‌ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି;


ଏଥିରେ ନୟମୀ ନିଜ ଦୁଇ ପୁତ୍ରବଧୂଙ୍କୁ କହିଲା, “ତୁମ୍ଭେମାନେ ନିଜ ନିଜର ମାତାର ଗୃହକୁ ଫେରିଯାଅ; ପୁଣି ମୃତମାନଙ୍କ ପ୍ରତି ଓ ଆମ୍ଭ ପ୍ରତି ତୁମ୍ଭେମାନେ ଯେରୂପ ଦୟା କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ସେହିପରି ଦୟା କରନ୍ତୁ।


ପୁଣି ସେମାନେ ତାହାକୁ କହିଲେ, “ନା, ଆମ୍ଭେମାନେ ତୁମ୍ଭ ସଙ୍ଗରେ ତୁମ୍ଭ ଲୋକମାନଙ୍କ ନିକଟକୁ ଫେରିଯିବା।”


ତୁମ୍ଭେ ମୋହର ପୁତ୍ରକନ୍ୟାମାନଙ୍କୁ ଚୁମ୍ବନ କରିବାକୁ ମଧ୍ୟ ମୋତେ ସୁଯୋଗ ଦେଲ ନାହିଁ, ଏ ଅତି ଅଜ୍ଞାତର କର୍ମ।


Swiv nou:

Piblisite


Piblisite