ରତର ବିବରଣ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ନୟମୀର ସ୍ୱାମୀ ଏଲିମେଲକ ବଂଶୀୟ ବୋୟଜ ନାମରେ ଜଣେ ଧନୀ ଓ ପ୍ରଭାବଶାଳୀ ବ୍ୟକ୍ତି ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ନୟମୀର ସ୍ଵାମୀ ଏଲିମେଲକ ବଂଶୀୟ ବୋୟଜ ନାମରେ ଏକ ଜଣ ମହାବିକ୍ରମଶାଳୀ ଜ୍ଞାତି ଥିଲା। Gade chapit laଓଡିଆ ବାଇବେଲ1 ନୟମୀର ସ୍ୱାମୀ ଏଲିମେଲକ ବଂଶୀୟ ବୋୟଜ ନାମରେ ଜଣେ ଧନୀ ଓ ପ୍ରଭାବଶାଳୀ ବ୍ୟକ୍ତି ଥିଲା। Gade chapit laପବିତ୍ର ବାଇବଲ1 ବୈଥିଲେହମରେ ଜଣେ ଧନୀ ବ୍ୟକ୍ତି ବାସ କରୁଥିଲେ। ଯାହାଙ୍କର ନାମଥିଲା ବୋୟାଜ। ବୋୟାଜ ଥିଲେ ଏଲିମେଲକର ପରିବାରରୁ ନୟମୀର ଜଣେ ଅନ୍ତରଙ୍ଗ ବନ୍ଧୁ। Gade chapit la |