Biblia Todo Logo
Bib sou entènèt

- Piblisite -




ରତର ବିବରଣ 2:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମୋୟାବ ଦେଶୀୟା ରୂତ କହିଲା, “ସେ ମୋତେ ଆହୁରି କହିଲେ, ‘ମୋହର ସବୁ ଶସ୍ୟ କାଟିବା ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋʼ ଯୁବାମାନଙ୍କ ସଙ୍ଗରେ ଥାଅ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମୋୟାବ-ଦେଶୀୟା ରୂତ କହିଲା, ସେ ମୋତେ ଆହୁରି କହିଲେ, ମୋହର ସବୁ ଶସ୍ୟଚ୍ଛେଦନ ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋʼ ଯୁବାମାନଙ୍କ ସଙ୍ଗରେ ଥାଅ।

Gade chapit la Kopi

ଓଡିଆ ବାଇବେଲ

21 ମୋୟାବ ଦେଶୀୟା ରୂତ କହିଲା, “ସେ ମୋତେ ଆହୁରି କହିଲେ, ମୋହର ସବୁ ଶସ୍ୟକାଟିବା ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋ’ ଯୁବାମାନଙ୍କ ସଙ୍ଗରେ ଥାଅ।”

Gade chapit la Kopi

ପବିତ୍ର ବାଇବଲ

21 ଏହା ପରେ ମୋୟାବ ଦେଶୀୟ ଋତ କହିଲା, “ବୋୟାଜ ଫେରି ଆସିବାକୁ ଏବଂ ତାଙ୍କର ଶ୍ରମିକମାନଙ୍କ ସହିତ ମିଶି କାର୍ଯ୍ୟ କରିବାକୁ ପଗ୍ଭରିଲେ, ଯେପର୍ଯ୍ୟନ୍ତ ଅମଳ ଶେଷ ହୋଇ ନାହିଁ।”

Gade chapit la Kopi




ରତର ବିବରଣ 2:21
4 Referans Kwoze  

ତହିଁରେ ନୟମୀ ନିଜ ପୁତ୍ରବଧୂ ରୂତକୁ କହିଲା, “ଆହେ ମୋହର କନ୍ୟା, ତୁମ୍ଭେ ତାହାର ଦାସୀଗଣ ସଙ୍ଗରେ ଗଲେ ଭଲ; ତାହାହେଲେ, ଅନ୍ୟ କୌଣସି କ୍ଷେତ୍ରରେ କେହି ତୁମ୍ଭର ଅପମାନ କରିବ ନାହିଁ।”


ଏଥିରେ ନୟମୀ ନିଜ ପୁତ୍ରବଧୂକୁ କହିଲା, “ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ।” ନୟମୀ ଆହୁରି କହିଲା, “ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ବ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ।”


Swiv nou:

Piblisite


Piblisite