Biblia Todo Logo
Bib sou entènèt

- Piblisite -




ରତର ବିବରଣ 2:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତହିଁରେ ନୟମୀ ନିଜ ପୁତ୍ରବଧୂ ରୂତକୁ କହିଲା, “ଆହେ ମୋହର କନ୍ୟା, ତୁମ୍ଭେ ତାହାର ଦାସୀଗଣ ସଙ୍ଗରେ ଗଲେ ଭଲ; ତାହାହେଲେ, ଅନ୍ୟ କୌଣସି କ୍ଷେତ୍ରରେ କେହି ତୁମ୍ଭର ଅପମାନ କରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତହିଁରେ ନୟମୀ ଆପଣା ପୁତ୍ରବଧୂ ରୂତକୁ କହିଲା, ଆଗୋ ମୋହର କନ୍ୟେ, ତୁମ୍ଭେ ତାହାର ଦାସୀଗଣ ସଙ୍ଗରେ ଗଲେ ଭଲ; ତାହାହେଲେ, ଅନ୍ୟ କୌଣସି କ୍ଷେତ୍ରରେ କେହି ତୁମ୍ଭର ଅପମାନ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

22 ତହିଁରେ ନୟମୀ ନିଜ ପୁତ୍ରବଧୂ ରୂତକୁ କହିଲା, “ଆହେ ମୋହର କନ୍ୟା, ତୁମ୍ଭେ ତାହାର ଦାସୀଗଣ ସଙ୍ଗରେ ଗଲେ ଭଲ; ତାହାହେଲେ, ଅନ୍ୟ କୌଣସି କ୍ଷେତ୍ରରେ କେହି ତୁମ୍ଭର ଅପମାନ କରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

22 ଏହା ପରେ ନୟମୀ ତା'ର ପୁତ୍ରବଧୂ ଋତକୁ କହିଲେ, “ଏହା ତୁମ୍ଭ ପାଇଁ ଅତି ଉତ୍ତମ ଯେ ତୁମ୍ଭେ ସେହି ସ୍ତ୍ରୀଲୋକମାନଙ୍କ ସଙ୍ଗେ କାର୍ଯ୍ୟ କରିବ। ଯଦି ତୁମ୍ଭେ ଅନ୍ୟର କ୍ଷେତରେ କାର୍ଯ୍ୟ କର ତେବେ କେତେକ ଲୋକ ତୁମ୍ଭର ଅସୁବିଧା କରି ପାରନ୍ତି।”

Gade chapit la Kopi




ରତର ବିବରଣ 2:22
5 Referans Kwoze  

ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।


ନିଜର ବନ୍ଧୁକୁ ଓ ପିତାର ବନ୍ଧୁକୁ ତ୍ୟାଗ କର ନାହିଁ; ପୁଣି, ତୁମ୍ଭର ବିପଦ ଦିନରେ ଆପଣା ଭାଇର ଗୃହକୁ ଯାଅ ନାହିଁ; ଦୂରସ୍ଥ ଭାଇଠାରୁ ନିକଟସ୍ଥ ପ୍ରତିବାସୀ ଭଲ।


ଇତିମଧ୍ୟରେ ପିତର ତଳେ ପ୍ରାଙ୍ଗଣରେ ଥିବା ସମୟରେ ମହାଯାଜକଙ୍କର ଦାସୀ ଆସି ପିତରଙ୍କୁ ନିଆଁ ସେକି ହେଉଥିବାର ଦେଖିଲା,


ମୋୟାବ ଦେଶୀୟା ରୂତ କହିଲା, “ସେ ମୋତେ ଆହୁରି କହିଲେ, ‘ମୋହର ସବୁ ଶସ୍ୟ କାଟିବା ସମାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ମୋʼ ଯୁବାମାନଙ୍କ ସଙ୍ଗରେ ଥାଅ।’”


ଏଣୁ ଯବ ଓ ଗହମ ଶସ୍ୟ କାଟିବା ସମାପ୍ତି ପର୍ଯ୍ୟନ୍ତ ସେ ବଳକା ଶସ୍ୟ ସଂଗ୍ରହ କରିବା ପାଇଁ ବୋୟଜର ଦାସୀଗଣ ସଙ୍ଗରେ ରହିଲା, ପୁଣି ନିଜ ଶାଶୁ ସହିତ ବାସ କଲା।


Swiv nou:

Piblisite


Piblisite