ରତର ବିବରଣ 3:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼ ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)12 ଯେହେତୁ ତୁମ୍ଭେ ଯେ ସାଧ୍ଵୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋʼଠାରୁ ନିକଟସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅର୍ଛି । Gade chapit laଓଡିଆ ବାଇବେଲ12 ଯେହେତୁ ତୁମ୍ଭେ ଯେ ସମ୍ମାନୀୟ ସ୍ତ୍ରୀ, ଏହା ମୋହର ନଗରସ୍ଥ ସମସ୍ତ ଲୋକ ଜାଣନ୍ତି। ମୁଁ ମୁକ୍ତିକର୍ତ୍ତା ଜ୍ଞାତି ଅଟେ, ଏହା ସତ୍ୟ, ମାତ୍ର ମୋ’ଠାରୁ ନିକଟ ସମ୍ପର୍କୀୟ ଆଉ ଜଣେ ମୁକ୍ତିକର୍ତ୍ତା ଜ୍ଞାତି ଅଛି। Gade chapit laପବିତ୍ର ବାଇବଲ12 ଏହା ସତ୍ୟ ଯେ, ମୁଁ ତୁମ୍ଭର ନିକଟ ସମ୍ପର୍କୀୟ। କିନ୍ତୁ ଏହିପରି ଆଉ ଜଣେ ଲୋକ ଅଛନ୍ତି ଯିଏ କି ମୋ'ଠାରୁ ତୁମ୍ଭର ଆହୁରି ନିକଟତମ ସମ୍ପର୍କୀୟ। Gade chapit la |
ଏଣୁ ମୁଁ ତୁମ୍ଭକୁ ଏହା ଜଣାଇବାକୁ ମନସ୍ଥ କଲି, ‘ତୁମ୍ଭେ ନଗର-ଦ୍ୱାରରେ ଉପସ୍ଥିତ ଲୋକମାନଙ୍କ ସାକ୍ଷାତରେ ଓ ଆମ୍ଭ ବଂଶୀୟ ପ୍ରାଚୀନଗଣର ସାକ୍ଷାତରେ ତାହା କ୍ରୟ କର।’ ଯେବେ ତୁମ୍ଭେ ମୁକ୍ତ କରିବ, ତେବେ କର, ମାତ୍ର ଯେବେ ନ କରିବ, ତେବେ ମୋତେ ଜଣାଅ, ମୁଁ ଜାଣିବାକୁ ଚାହେଁ; ଯେହେତୁ ତୁମ୍ଭେ ମୁକ୍ତ କଲେ ଆଉ କେହି କରି ନ ପାରେ, ମାତ୍ର ତୁମ୍ଭ ଉତ୍ତାରେ ମୁଁ ଅଛି।” ତହିଁରେ ସେ କହିଲା, “ମୁଁ ତାହା ମୁକ୍ତ କରିବି।”