Biblia Todo Logo
Bib sou entènèt

- Piblisite -




ରତର ବିବରଣ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ରୂତ ସକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା କାରଣ ବୋୟଜ କହିଲା, “ଖଳାକୁ ଏ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ନ ଯାଉ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ରୂତ ପ୍ରାତଃକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା; କାରଣ ବୋୟଜ କହିଲା, ଖଳାକୁ ଏ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ନ ଯାଉ।

Gade chapit la Kopi

ଓଡିଆ ବାଇବେଲ

14 ତହିଁରେ ରୂତ ସକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା କାରଣ ବୋୟଜ କହିଲା, “ଖଳାକୁ ଏ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ନ ଯାଉ।”

Gade chapit la Kopi

ପବିତ୍ର ବାଇବଲ

14 ତେଣୁ ଋତ ସକାଳ ପର୍ଯ୍ୟନ୍ତ ବୋୟାଜର ପାଦତଳେ ଶୟନ କଲା। ଅନ୍ଧାର ଥାଉ ଥାଉ ଲୋକମାନେ ଚିହ୍ନିବା ପୂର୍ବରୁ ଋତ ଉଠି ପଡ଼ିଲେ। ବୋୟାଜ ତାଙ୍କୁ କହିଲେ, “ଏ କଥା ଯେପରି କେହି ନ ଜାଣନ୍ତି ଯେ, ଜଣେ ସ୍ତ୍ରୀଲୋକ ଏଠାରେ ଏହି ଖଳାରେ ଥିଲା।”

Gade chapit la Kopi




ରତର ବିବରଣ 3:14
8 Referans Kwoze  

କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହିସବୁ ଆମ୍ଭେମାନେ ବିବେଚନା କରୁ।


ଏଣୁ ତୁମ୍ଭମାନଙ୍କର ଉତ୍ତମ ବିଷୟ ନିନ୍ଦିତ ନ ହେଉ;


ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।


ଯିହୁଦୀ ବା ଗ୍ରୀକ୍‍ ବା ଈଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,


ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ।


ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;


ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ।


ସେ ଆହୁରି କହିଲା, “ତୁମ୍ଭର ଆବରଣୀୟ ବସ୍ତ୍ର ବିଛାଇ ଧର,” ତହିଁରେ ରୂତ ତାହା ବିଛାଇ ଧରନ୍ତେ, ସେ ଛଅ ପାତ୍ର ଯବ ମାପି ତାହାର ମସ୍ତକରେ ଦେଇ ନଗରକୁ ଚାଲିଗଲା।


Swiv nou:

Piblisite


Piblisite