Biblia Todo Logo
Bib sou entènèt

- Piblisite -




ରତର ବିବରଣ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହୁଁ ତାହାର ଶାଶୁ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା, ଏ ବିଷୟ କʼଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସମାପ୍ତ ନ କରି ବିଶ୍ରାମ କରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତହୁଁ ତାହାର ଶାଶୁ ତାହାକୁ କହିଲା, ଆଗୋ ଆମ୍ଭର କନ୍ୟେ, ଏ ବିଷୟ କʼଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସାଙ୍ଗ ନ କରି ବିଶ୍ରାମ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

18 ତହୁଁ ତାହାର ଶାଶୁ ତାହାକୁ କହିଲା, “ଆହେ ଆମ୍ଭର କନ୍ୟା,” ଏ ବିଷୟ କ’ଣ ହେବ, ଏହା ତୁମ୍ଭକୁ ଜଣା ହେବା ପର୍ଯ୍ୟନ୍ତ ବସିଥାଅ; କାରଣ ସେ ମନୁଷ୍ୟ ଆଜି ଏ କର୍ମ ସମାପ୍ତ ନ କରି ବିଶ୍ରାମ କରିବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

18 ନୟମୀ କହିଲା, “ହେ କନ୍ୟା, ଏହି ବିଷୟ କ’ଣ ହେବ, ଏହା ତୁମ୍ଭେ ଜାଣିବା ପର୍ଯ୍ୟନ୍ତ, ଧୈର୍ଯ୍ୟ ଧର, କାରଣ ସେହି ମନୁଷ୍ୟ କାର୍ଯ୍ୟ ଶେଷ ନକଲା ପର୍ଯ୍ୟନ୍ତ ବସିପାରିବ ନାହିଁ। ଆମ୍ଭେମାନେ ଜାଣୁ ଯେ ଦିନ ସରିବା ପୂର୍ବରୁ କ’ଣ ହେବ।”

Gade chapit la Kopi




ରତର ବିବରଣ 3:18
5 Referans Kwoze  

ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣ-ପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।


କାରଣ ମିସର ମିଥ୍ୟା ଓ ବୃଥାରେ ସାହାଯ୍ୟ କରେ; ଏଥିପାଇଁ ଆମ୍ଭେ ତାହାକୁ ନିଷ୍କର୍ମରେ ଉପବିଷ୍ଟ ରାହବ ବୋଲି ନାମ ଦେଇଅଛୁ।


ପୁଣି ଆହୁରି କହିଲା, “ଶାଶୁ ନିକଟକୁ ମୁକ୍ତ ହସ୍ତରେ ନ ଯାଅ” ବୋଲି କହି ସେ ମୋତେ ଏହି ଛଅ ପାତ୍ର ଯବ ଦେଇଅଛନ୍ତି।


ଏଥିଉତ୍ତାରେ ବୋୟଜ ନଗର-ଦ୍ୱାରକୁ ଯାଇ ସେଠାରେ ବସିଲା, ତହିଁରେ ଦେଖ, ସେ ଯେଉଁ ମୁକ୍ତିକର୍ତ୍ତା ଜ୍ଞାତି ବିଷୟ କହିଥିଲା, ସେ ସେଠାକୁ ଆସନ୍ତେ, ବୋୟଜ ତାହାକୁ ଡାକି କହିଲା, “ହେ ବନ୍ଧୁ, ଏଠିକି ଆସି ବସ,” ଏଣୁ ସେ ଆସି ସେଠାରେ ବସିଲା।


Swiv nou:

Piblisite


Piblisite