Biblia Todo Logo
Bib sou entènèt

- Piblisite -




ରତର ବିବରଣ 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି ସେ ତୁମ୍ଭର ପ୍ରାଣ ସଜୀବକାରୀ ଓ ତୁମ୍ଭ ବୃଦ୍ଧାବସ୍ଥାରେ ତୁମ୍ଭର ପ୍ରତିପାଳକ ହେବ; ଯେହେତୁ ଯେ ତୁମ୍ଭକୁ ପ୍ରେମ କରେ ଓ ସାତ ପୁତ୍ରଠାରୁ ତୁମ୍ଭ ପ୍ରତି ଅଧିକ ଉତ୍ତମ ଯେ ତୁମ୍ଭର ପୁତ୍ରବଧୂ, ସେ ତାହାକୁ ପ୍ରସବ କରିଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି ସେ ତୁମ୍ଭର ପ୍ରାଣ ସଜୀବକାରୀ ଓ ତୁମ୍ଭ ବୃଦ୍ଧାବସ୍ଥାରେ ତୁମ୍ଭର ପ୍ରତିପାଳକ ହେବ; ଯେହେତୁ ଯେ ତୁମ୍ଭକୁ ପ୍ରେମ କରେ ଓ ସାତ ପୁତ୍ରଠାରୁ ତୁମ୍ଭ ପ୍ରତି ଅଧିକ ଉତ୍ତମା ଯେ ତୁମ୍ଭର ପୁତ୍ରବଧୂ, ସେ ତାହାକୁ ପ୍ରସବ କରିଅଛି।

Gade chapit la Kopi

ଓଡିଆ ବାଇବେଲ

15 ପୁଣି ସେ ତୁମ୍ଭର ପ୍ରାଣ ସଜୀବକାରୀ ଓ ତୁମ୍ଭ ବୃଦ୍ଧାବସ୍ଥାରେ ତୁମ୍ଭର ପ୍ରତିପାଳକ ହେବ; ଯେହେତୁ ଯେ ତୁମ୍ଭକୁ ପ୍ରେମ କରେ ଓ ସାତ ପୁତ୍ରଠାରୁ ତୁମ୍ଭ ପ୍ରତି ଅଧିକ ଉତ୍ତମ ଯେ ତୁମ୍ଭର ପୁତ୍ରବଧୂ, ସେ ତାହାକୁ ପ୍ରସବ କରିଅଛି।”

Gade chapit la Kopi

ପବିତ୍ର ବାଇବଲ

15 ବୃଦ୍ଧାବସ୍ଥାରେ ସେ ତୁମ୍ଭକୁ ସାନ୍ତ୍ୱନା ଦେବ ଓ ତୁମ୍ଭକୁ ପ୍ରତିପାଳନ କରିବ। ତୁମ୍ଭର ବୋହୂ ସାତୋଟି ପୁତ୍ର ଅପେକ୍ଷା ତୁମ୍ଭକୁ ଅଧିକ ପ୍ରେମ କରିବ।”

Gade chapit la Kopi




ରତର ବିବରଣ 4:15
10 Referans Kwoze  

ତୁମ୍ଭେ ସଦାପ୍ରଭୁଙ୍କ ଉପରେ ଆପଣା ଭାର ପକାଅ, ତହିଁରେ ସେ ତୁମ୍ଭକୁ ସମ୍ଭାଳିବେ; ସେ ଧାର୍ମିକକୁ କଦାପି ବିଚଳିତ ହେବାକୁ ଦେବେ ନାହିଁ।


ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।


ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।’”


ଯେ ଅନେକ ମିତ୍ର କରେ, ସେ ଆପଣା ବିନାଶ ନିମନ୍ତେ ତାହା କରେ; ମାତ୍ର ଜଣେ ପ୍ରେମକାରୀ ଅଛନ୍ତି, ଯେ ଭାଇ ଅପେକ୍ଷା ଅଧିକ ନିକଟ ଲାଗି ରହନ୍ତି।


ଏଥିରେ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ?”


ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟଦ୍ରବ୍ୟ ଦେଇ ପ୍ରତିପାଳନ କଲେ।


ସେତେବେଳେ ନୟମୀ ବାଳକକୁ ଘେନି ନିଜ କୋଳରେ ରଖିଲା ଓ ତାହାକୁ ପ୍ରତିପାଳନ କଲା।


ଯେଉଁମାନେ ପରିତୃପ୍ତ ଥିଲେ, ସେମାନେ ଆପେ ଖାଦ୍ୟ ନିମନ୍ତେ ବେତନଜୀବୀ ହୋଇଅଛନ୍ତି ଓ ଯେଉଁମାନେ କ୍ଷୁଧିତ ଥିଲେ, ସେମାନେ ବିଶ୍ରାମ ପାଇଅଛନ୍ତି; ହଁ, ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି ଓ ଯାହାର ଅନେକ ସନ୍ତାନସନ୍ତତି ଥିଲେ, ସେ ନିସ୍ତେଜ ହେଉଅଛି।


Swiv nou:

Piblisite


Piblisite