Biblia Todo Logo
Bib sou entènèt

- Piblisite -




ରତର ବିବରଣ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତେବେ ବୋୟଜ କହିଲା, “ତୁମ୍ଭେ ଯେଉଁ ଦିନ ନୟମୀର ହସ୍ତରୁ ସେହି କ୍ଷେତ୍ର କିଣିବ, ସେହି ଦିନ ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ନିମନ୍ତେ ତାହାର ସ୍ତ୍ରୀ ମୋୟାବ ଦେଶୀୟା ରୂତଠାରୁ ହିଁ ତାହା କିଣିବାକୁ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତେବେ ବୋୟଜ କହିଲା, ତୁମ୍ଭେ ଯେଉଁ ଦିନ ନୟମୀର ହସ୍ତରୁ ସେହି କ୍ଷେତ୍ର କିଣିବ, ସେହି ଦିନ ମୃତଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ନିମନ୍ତେ ତାହାର ଭାର୍ଯ୍ୟା ମୋୟାବ ଦେଶୀୟା ରୂତଠାରୁ ହିଁ ତାହା କିଣିବାକୁ ହେବ।

Gade chapit la Kopi

ଓଡିଆ ବାଇବେଲ

5 ତେବେ ବୋୟଜ କହିଲା, “ତୁମ୍ଭେ ଯେଉଁ ଦିନ ନୟମୀର ହସ୍ତରୁ ସେହି କ୍ଷେତ୍ର କିଣିବ, ସେହି ଦିନ ମୃତ ଲୋକର ଅଧିକାରରେ ତାହାର ନାମ ରକ୍ଷା କରିବା ନିମନ୍ତେ ତାହାର ସ୍ତ୍ରୀ ମୋୟାବ ଦେଶୀୟା ରୂତଠାରୁ ହିଁ ତାହା କିଣିବାକୁ ହେବ।”

Gade chapit la Kopi

ପବିତ୍ର ବାଇବଲ

5 ଏହା ପରେ ବୋୟାଜ କହିଲା, “ଯେବେ ତୁମ୍ଭେ ନୟମୀଠାରୁ ଏହି ଜମି କିଣିଛ, ତେବେ ତୁମ୍ଭେ ମୃତ ଲୋକର ସ୍ତ୍ରୀ ମୋୟାବୀୟ ଋତକୁ ହିଁ ପାଇବ। ମୃତ ଲୋକର ଭୂମିର ବଂଶଧର ପାଇବା ପାଇଁ ତୁମ୍ଭେ ତାକୁ ବିବାହ କରିବା ଉଚିତ୍। ଏହିପରି ଭାବରେ ସେହି ଜମି ମୃତ ଲୋକର ନାମରେ ରହିଯିବ।”

Gade chapit la Kopi




ରତର ବିବରଣ 4:5
6 Referans Kwoze  

ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।


ତହିଁରେ ଯିହୁଦା ଓନନ୍‍କୁ କହିଲା, “ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ସହବାସ କର ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରି ଭ୍ରାତୃବଂଶ ଉତ୍ପନ୍ନ କର।”


ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ, ସ୍ତ୍ରୀ ଥାଉ ଥାଉ ନିଃସନ୍ତାନ ହୋଇ ମରେ, ତାହାହେଲେ ତାହାର ଭାଇ ତାହାର ସ୍ତ୍ରୀକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।


ଆଉ ସେହି ପୁରୁଷ ଯଦି ଆପଣା ଭ୍ରାତୃର ଭାର୍ଯ୍ୟାକୁ ଗ୍ରହଣ କରିବା ପାଇଁ ଅସମ୍ମତ ହୁଏ, ତେବେ ସେହି ସ୍ତ୍ରୀ ନଗର-ଦ୍ୱାରରେ ପ୍ରାଚୀନବର୍ଗଙ୍କ ନିକଟକୁ ଯାଇ କହିବ, “ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।”


Swiv nou:

Piblisite


Piblisite