Biblia Todo Logo
Bib sou entènèt

- Piblisite -




ରତର ବିବରଣ 4:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, “ମୁଁ ନିଜ ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, ମୁଁ ଆପଣା ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।

Gade chapit la Kopi

ଓଡିଆ ବାଇବେଲ

6 ଏଥିରେ ସେହି ମୁକ୍ତିକର୍ତ୍ତା ଜ୍ଞାତି କହିଲା, “ମୁଁ ନିଜ ନିମନ୍ତେ ତାହା ମୁକ୍ତ କରି ନ ପାରେ, ତାହା କଲେ, ମୋହର ନିଜ ଅଧିକାରର କ୍ଷତି ହେବ; ତୁମ୍ଭେ ମୋହର ମୁକ୍ତି କରିବା କ୍ଷମତା ନିଅ, କାରଣ ମୁଁ ମୁକ୍ତ କରି ନ ପାରେ।”

Gade chapit la Kopi

ପବିତ୍ର ବାଇବଲ

6 ରକ୍ଷାକର୍ତ୍ତା କହିଲା, “ମୁଁ ଏହାକୁ କ୍ରୟ କରି ପାରିବି ନାହିଁ। ଯଦିଓ ଏହା ମୋର ଅଧିକାର ଅଟେ, ମୁଁ ଏହାକୁ ପାରିବି ନାହିଁ। ଯଦି ମୁଁ ଏହା କରେ, ମୁଁ ମୋର ଜମି ହୁଏତ ହରାଇପାରେ। ସେଥିପାଇଁ ତୁମ୍ଭେ ତାହା କିଣିପାର।”

Gade chapit la Kopi




ରତର ବିବରଣ 4:6
8 Referans Kwoze  

ଏହି ରାତ୍ରି ଥାଅ; ସକାଳେ ସେ ଯେବେ ତୁମ୍ଭକୁ ମୁକ୍ତ କରେ, ତେବେ ଭଲ, ସେ ମୁକ୍ତ କରୁ; ମାତ୍ର ଯେବେ ସେ ତୁମ୍ଭକୁ ମୁକ୍ତ ନ କରେ, ତେବେ ଜୀବିତ ସଦାପ୍ରଭୁଙ୍କ ନାମରେ ସତ୍ୟ କହୁଅଛି ଯେ, ମୁଁ ତୁମ୍ଭକୁ ମୁକ୍ତ କରିବି; ତୁମ୍ଭେ ସକାଳ ପର୍ଯ୍ୟନ୍ତ ଶୟନ କର।”


ଯଦି ତୁମ୍ଭର ଭ୍ରାତା ଦରିଦ୍ର ହୋଇ ଆପଣା ଅଧିକାରରୁ କିଛି ବିକ୍ରୟ କରେ, ତେବେ ତାହାର ମୁକ୍ତିକର୍ତ୍ତା ନିକଟସ୍ଥ ଜ୍ଞାତି ଆସି ଆପଣା ଭ୍ରାତାର ବିକ୍ରୀତ ଭୂମି ମୁକ୍ତ କରି ନେବ।


ଆଉ ସେହି ପୁରୁଷ ଯଦି ଆପଣା ଭ୍ରାତୃର ଭାର୍ଯ୍ୟାକୁ ଗ୍ରହଣ କରିବା ପାଇଁ ଅସମ୍ମତ ହୁଏ, ତେବେ ସେହି ସ୍ତ୍ରୀ ନଗର-ଦ୍ୱାରରେ ପ୍ରାଚୀନବର୍ଗଙ୍କ ନିକଟକୁ ଯାଇ କହିବ, “ଆମ୍ଭ ଦେବର ଇସ୍ରାଏଲ ମଧ୍ୟରେ ଆପଣା ଭ୍ରାତାର ନାମ ରଖିବାକୁ ଅସମ୍ମତ, ସେ ଆମ୍ଭ ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରିବାକୁ ଇଚ୍ଛା କରେ ନାହିଁ।”


ତହିଁରେ ଯିହୁଦା ଓନନ୍‍କୁ କହିଲା, “ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ସହବାସ କର ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରି ଭ୍ରାତୃବଂଶ ଉତ୍ପନ୍ନ କର।”


ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ତାହାକୁ ଡାକି କହିବେ; ତହିଁରେ ଯେବେ ସେ ଠିଆ ହୋଇ କହେ ଯେ, “ତାହାକୁ ଗ୍ରହଣ କରିବାକୁ ମୋʼ ର ଇଚ୍ଛା ନାହିଁ;”


ତେବେ ତାହାର ଭ୍ରାତୃର ଭାର୍ଯ୍ୟା ପ୍ରାଚୀନମାନଙ୍କ ସାକ୍ଷାତରେ ତାହାର ନିକଟକୁ ଆସି ତାହାର ପାଦରୁ ପାଦୁକା କାଢ଼ି ତାହା ମୁଖରେ ଛେପ ପକାଇବ; ପୁଣି ପ୍ରତ୍ୟୁତ୍ତର କରି କହିବ, ଯେକେହି ଆପଣା ଭାଇର ଘର ନ ତୋଳେ, ତାହା ପ୍ରତି ଏହିରୂପ କରାଯିବ।


ଏଥିରେ ନୟମୀ ନିଜ ପୁତ୍ରବଧୂକୁ କହିଲା, “ଯେ ଜୀବିତ ଓ ମୃତ ଲୋକମାନଙ୍କ ପ୍ରତି ଅନୁଗ୍ରହ ନିବୃତ୍ତ କରି ନାହାନ୍ତି, ସେହି ସଦାପ୍ରଭୁଙ୍କଠାରୁ ସେ ଆଶୀର୍ବାଦ ପ୍ରାପ୍ତ ହେଉ।” ନୟମୀ ଆହୁରି କହିଲା, “ସେ ଜଣ ଆମ୍ଭମାନଙ୍କର ନିକଟ-କୁଟୁମ୍ବ, ଆମ୍ଭମାନଙ୍କର ମୁକ୍ତିକର୍ତ୍ତା ଜ୍ଞାତିମାନଙ୍କ ମଧ୍ୟରେ ଜଣେ ଅଟଇ।”


ସେ ଉତ୍ତର କଲା, “ମୁଁ ଆପଣଙ୍କର ଦାସୀ ରୂତ; ଏଣୁ ନିଜ ଚାଦର ଆପଣଙ୍କ ଦାସୀ ଉପରେ ବିସ୍ତାର କରନ୍ତୁ, କାରଣ ଆପଣ ମୁକ୍ତିକର୍ତ୍ତା ଜ୍ଞାତି ଅଟନ୍ତି।”


Swiv nou:

Piblisite


Piblisite