ପରମ ଗୀତ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି; Gade chapit laପବିତ୍ର ବାଇବଲ (Re-edited) - (BSI)12 ଭୂମିରେ ପୁଷ୍ପ ପ୍ରସ୍ଫୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ ଘୁଘୁର ରବ ଶୁଣା ଯାଉଅଛି; Gade chapit laଓଡିଆ ବାଇବେଲ12 ଭୂମିରେ ପୁଷ୍ପ ପ୍ରସ୍ପୁଟିତ ହେଉଅଛି, ପକ୍ଷୀଗଣର ଗାୟନକାଳ ଉପସ୍ଥିତ, ଆମ୍ଭମାନଙ୍କ ଦେଶରେ କପୋତର ରବ ଶୁଣା ଯାଉଅଛି; Gade chapit laପବିତ୍ର ବାଇବଲ12 ଭୂମିରେ ପୁଷ୍ପଗୁଡ଼ିକ ପ୍ରସ୍ଫୁଟିତ ହୋଇଅଛି। ପକ୍ଷୀଗଣର ଗାୟନକାଳ ଉପସ୍ଥିତ ହୋଇଅଛି। ଆମ୍ଭମାନଙ୍କ ଦେଶରେ କପୋତର ଶବ୍ଦ ଶୁଣା ଯାଉଅଛି। Gade chapit la |