ପରମ ଗୀତ 2:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମୋʼ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)16 ମୋʼ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ ଶୋଶନ୍ ପୁଷ୍ପବନ ମଧ୍ୟରେ ଆପଣା ପଲ ଚରାଉ-ଅଛନ୍ତି। Gade chapit laଓଡିଆ ବାଇବେଲ16 ମୋ’ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି। Gade chapit laପବିତ୍ର ବାଇବଲ16 ହେ ମୋର ପ୍ରିୟତମ, ତୁମ୍ଭେ ମୋର, ମୁଁ ତୁମ୍ଭର ଅଟେ। ମୋର ପ୍ରିୟତମ, ସେ କଇଁଫୁଲମାନଙ୍କ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”