Biblia Todo Logo
Bib sou entènèt

- Piblisite -




ପରମ ଗୀତ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯେପରି କଣ୍ଟକ ମଧ୍ୟରେ ଶୋଶନ୍ ପୁଷ୍ପ, ସେପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା।

Gade chapit la Kopi

ଓଡିଆ ବାଇବେଲ

2 ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା।

Gade chapit la Kopi

ପବିତ୍ର ବାଇବଲ

2 ହେ ମୋର ପ୍ରିୟେ, କଣ୍ଟକ ମଧ୍ୟରେ ଶୋଶନ୍ ପୁଷ୍ପ ସେହିପରି ତୁମ୍ଭେ ଯୁବତୀଗଣ ମଧ୍ୟରେ ମୋର ପ୍ରିୟା।

Gade chapit la Kopi




ପରମ ଗୀତ 2:2
7 Referans Kwoze  

ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।


“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।


କଣ୍ଟକ ବୃକ୍ଷ ବଦଳରେ ଦେବଦାରୁ ଓ କାନକୋଳି କଣ୍ଟା ବଦଳରେ ମେହେନ୍ଦି ବୃକ୍ଷ ଉତ୍ପନ୍ନ ହେବ; ପୁଣି, ତାହା ସଦାପ୍ରଭୁଙ୍କର କୀର୍ତ୍ତି ସ୍ୱରୂପ ଓ ଅକ୍ଷୟ ନିତ୍ୟସ୍ଥାୟୀ ଚିହ୍ନସ୍ୱରୂପ ହେବ।”


ମୁଁ ଶାରୋଣର ଗୋଲାପ ଏବଂ ଉପତ୍ୟକାର କଇଁଫୁଲ ଅଟେ।


ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା।


Swiv nou:

Piblisite


Piblisite