ପରମ ଗୀତ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଦେଖ, ତାହା ଶଲୋମନଙ୍କର ବିଶ୍ରାମର ଆସନ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ଦେଖ, ତାହା ଶଲୋମନଙ୍କର ଚତୁର୍ଦ୍ଦୋଳ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି। Gade chapit laଓଡିଆ ବାଇବେଲ7 ଦେଖ, ତାହା ଶଲୋମନଙ୍କର ବିଶ୍ରାମର ଆସନ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି। Gade chapit laପବିତ୍ର ବାଇବଲ7 ଦେଖ, ତାହା ଶଲୋମନଙ୍କର ଘୋଡ଼ା ଗାଡ଼ି। ସେଠାରେ ଷାଠିଏ ଜଣ ଇସ୍ରାଏଲୀୟ ରଥକୁ ଘେରି ଅଛନ୍ତି। Gade chapit la |