Biblia Todo Logo
Bib sou entènèt

- Piblisite -




ପରମ ଗୀତ 3:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେମାନେ ସମସ୍ତେ ଖଡ୍ଗଧାରୀ ଓ ଯୁଦ୍ଧରେ ନିପୁଣ; ରାତ୍ରିକାଳର ଆଶଙ୍କା ହେତୁ ପ୍ରତ୍ୟେକର କଟିଦେଶରେ ସ୍ୱ ସ୍ୱ ଖଡ୍ଗ ବନ୍ଧା ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେ ସମସ୍ତେ ଖଡ଼୍‍ଗଧାରୀ ଓ ଯୁଦ୍ଧରେ ନିପୁଣ; ରାତ୍ରିକାଳର ଆଶଙ୍କା ହେତୁ ପ୍ରତ୍ୟେକର କଟିଦେଶରେ ସ୍ଵ ସ୍ଵ ଖଡ଼୍‍ଗ ବନ୍ଧା ଥାଏ।

Gade chapit la Kopi

ଓଡିଆ ବାଇବେଲ

8 ସେମାନେ ସମସ୍ତେ ଖଡ୍ଗଧାରୀ ଓ ଯୁଦ୍ଧରେ ନିପୁଣ; ରାତ୍ରିକାଳର ଆଶଙ୍କା ହେତୁ ପ୍ରତ୍ୟେକର କଟିଦେଶରେ ସ୍ୱ ସ୍ୱ ଖଡ୍ଗ ବନ୍ଧା ଥାଏ।

Gade chapit la Kopi

ପବିତ୍ର ବାଇବଲ

8 ସେ ସମସ୍ତେ ‌‌ଖ‌ଡ଼୍‌ଗଧାରି ଓ ଯୁଦ୍ଧରେ ନିପୁଣ। ରାତ୍ରିକାଳରେ ଆଶଙ୍କା ହେତୁ। ପ୍ରତ୍ୟେକର କଟି ଦେଶରେ ସ୍ୱ ସ୍ୱ ‌‌ଖ‌ଡ଼୍‌ଗ ବନ୍ଧା ଥାଏ।

Gade chapit la Kopi




ପରମ ଗୀତ 3:8
13 Referans Kwoze  

ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ, ଆପଣା ମହିମା ଓ ପ୍ରଭାବ ବାନ୍ଧ।


ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା।


ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର,


ଦେଖ, ତାହା ଶଲୋମନଙ୍କର ବିଶ୍ରାମର ଆସନ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି।


ଶଲୋମନ ରାଜା ଆପଣା ପାଇଁ ଲିବାନୋନର କାଷ୍ଠର ଏକ ପାଲିଙ୍କି ନିର୍ମାଣ କଲେ।


କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହାଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।


ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।


ଆଉ, ସେହି ଦିନଠାରୁ ଆମ୍ଭ ଦାସଗଣର ଅର୍ଦ୍ଧେକ କର୍ମ କଲେ ଓ ସେମାନଙ୍କର ଅର୍ଦ୍ଧେକ ବର୍ଚ୍ଛା, ଢାଲ, ଧନୁ, ଓ ସାଞ୍ଜୁଆ ଧରି ରହିଲେ; ପୁଣି, ଅଧ୍ୟକ୍ଷମାନେ ଯିହୁଦାର ସମଗ୍ର ଗୋଷ୍ଠୀର ପଛରେ ରହିଲେ।


ଯେଉଁମାନେ ପ୍ରାଚୀର ଗଢ଼ିଲେ ଓ ଯେଉଁମାନେ ଭାର ବହିଲେ, ସେମାନେ ଆପେ ଆପେ ଭାର ଉଠାଇଲେ, ପ୍ରତି ଜଣ ଏକ ହସ୍ତରେ କର୍ମ କଲେ ଓ ଅନ୍ୟ ହସ୍ତରେ ଅସ୍ତ୍ର ଧରିଲେ;


Swiv nou:

Piblisite


Piblisite