Biblia Todo Logo
Bib sou entènèt

- Piblisite -




ପରମ ଗୀତ 3:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଶଲୋମନ ରାଜା ଆପଣା ପାଇଁ ଲିବାନୋନର କାଷ୍ଠର ଏକ ପାଲିଙ୍କି ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଶଲୋମନ ରାଜା ଆପଣା ପାଇଁ ଲିବାନୋନର କାଷ୍ଠର ଏକ ପାଲିଙ୍କି ନିର୍ମାଣ କଲେ।

Gade chapit la Kopi

ଓଡିଆ ବାଇବେଲ

9 ଶଲୋମନ ରାଜା ଆପଣା ପାଇଁ ଲିବାନୋନର କାଷ୍ଠର ଏକ ପାଲିଙ୍କି ନିର୍ମାଣ କଲେ।

Gade chapit la Kopi

ପବିତ୍ର ବାଇବଲ

9 ଶଲୋମନ ରାଜା ଆପଣା ପାଇଁ ଲିବାନୋ‌ନ୍‌ର କାଠର ଏକ ପାଲିଙ୍କି ନିର୍ମାଣ କଲେ।

Gade chapit la Kopi




ପରମ ଗୀତ 3:9
5 Referans Kwoze  

ଦେଖ, ତାହା ଶଲୋମନଙ୍କର ବିଶ୍ରାମର ଆସନ; ତହିଁ ଚତୁର୍ଦ୍ଦିଗରେ ଇସ୍ରାଏଲୀୟ ବୀରଗଣ ମଧ୍ୟରୁ ଷାଠିଏ ଜଣ ବୀର ଅଛନ୍ତି।


ପରେ ମୁଁ ଆଉ ଜଣେ ଦୂତଙ୍କୁ ଆକାଶର ମଧ୍ୟଭାଗରେ ଉଡ଼ିବାର ଦେଖିଲି, ସେ ପୃଥିବୀନିବାସୀ ସମସ୍ତ ଜାତି, ଗୋଷ୍ଠୀ, ଭାଷାବାଦୀ ଓ ବଂଶୀୟ ଲୋକଙ୍କ ନିକଟରେ ପ୍ରଚାର କରିବା ନିମନ୍ତେ ଏକ ଅନନ୍ତକାଳସ୍ଥାୟୀ ସୁସମାଚାର ପ୍ରାପ୍ତ ହୋଇ ଉଚ୍ଚସ୍ୱରରେ କହିଲେ,


ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି? ସେ ମୋʼ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି? ସେ କି ମୋର ରକ୍ଷା କରିବେ ନାହିଁ?


ସେମାନେ ସମସ୍ତେ ଖଡ୍ଗଧାରୀ ଓ ଯୁଦ୍ଧରେ ନିପୁଣ; ରାତ୍ରିକାଳର ଆଶଙ୍କା ହେତୁ ପ୍ରତ୍ୟେକର କଟିଦେଶରେ ସ୍ୱ ସ୍ୱ ଖଡ୍ଗ ବନ୍ଧା ଥାଏ।


ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ୱାରା ପ୍ରେମରେ ମଣ୍ଡିତ।


Swiv nou:

Piblisite


Piblisite