Biblia Todo Logo
Bib sou entènèt

- Piblisite -




ପରମ ଗୀତ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କଇଁଫୁଲ ବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଶୋଶନ୍ ପୁଷ୍ପବନରେ ଚରିବାର ଯାଆଁଳା ହରିଣଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।

Gade chapit la Kopi

ଓଡିଆ ବାଇବେଲ

5 କଇଁଫୁଲବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।

Gade chapit la Kopi

ପବିତ୍ର ବାଇବଲ

5 ତୁମ୍ଭର ସ୍ତନଯୁଗଳ ଶୋଶନ ପୁଷ୍ପ ବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ।

Gade chapit la Kopi




ପରମ ଗୀତ 4:5
12 Referans Kwoze  

ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ।


ମୁଁ ଆପଣା ପ୍ରିୟତମଙ୍କର ଓ ମୋʼ ପ୍ରିୟତମ ମୋହର; ସେ କଇଁଫୁଲ ବନରେ ଆପଣା ପଲ ଚରାନ୍ତି।


ମୋʼ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି।


ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି


ମୁଁ ପ୍ରାଚୀର ସ୍ୱରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ୱରୂପ; ସେହି ସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି।


ସେ ପ୍ରେମିକା ହରିଣୀ ଓ ରୂପବତୀ ବାଉଟୀ ପରି, ତାହାର ବକ୍ଷ ସର୍ବଦା ତୁମ୍ଭକୁ ତୁଷ୍ଟ କରୁ; ଆଉ, ତାହାର ପ୍ରେମରେ ତୁମ୍ଭେ ସର୍ବଦା ଆସକ୍ତ ହୁଅ।


ଆହା, ଯେ ମୋʼ ମାତାଙ୍କର ସ୍ତନ୍ୟପାନ କରିଅଛି, ଏପରି ମୋʼ ସହୋଦର ତୁଲ୍ୟ ଯେବେ ତୁମ୍ଭେ ହୁଅନ୍ତ! ତେବେ ମୁଁ ତୁମ୍ଭକୁ ବାହାରେ ଦେଖିଲେ, ତୁମ୍ଭକୁ ଚୁମ୍ବନ ଦିଅନ୍ତି; ଆଉ, କେହି ମୋତେ ତୁଚ୍ଛ କରନ୍ତା ନାହିଁ।


ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ।


ମୋହର ପ୍ରିୟତମ ମୋʼ ବକ୍ଷସ୍ଥଳ ମଧ୍ୟରେ ଥିବା ଗନ୍ଧରସ ବୃକ୍ଷର ଥୋପା ତୁଲ୍ୟ ମୋʼ ପ୍ରତି ଅଟନ୍ତି।


ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି।


ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍‍-ରବ୍ବୀମ ନଗର-ଦ୍ୱାର ନିକଟସ୍ଥ ହିଷ୍‍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।


Swiv nou:

Piblisite


Piblisite