ପରମ ଗୀତ 5:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି? Gade chapit laପବିତ୍ର ବାଇବଲ (Re-edited) - (BSI)3 ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି କରି ତାହା ପିନ୍ଧିବି? ମୁଁ ଆପଣା ପାଦ ଧୋଇଅଛି; କିପରି କରି ତାହା ମଳିନ କରିବି? Gade chapit laଓଡିଆ ବାଇବେଲ3 ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି ? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି ? Gade chapit laପବିତ୍ର ବାଇବଲ3 “ମୁଁ ଆପଣା ବସ୍ତ୍ର କାଢ଼ି ପକାଇଛି। ମୁଁ ତାକୁ ଆଉ ପିନ୍ଧିବାକୁ ଗ୍ଭହୁଁ ନାହିଁ। ମୁଁ ମୋର ପାଦ ଧୌତ କରିଅଛି, ମୁଁ ସେଗୁଡ଼ିକୁ ମଇଳା କରିବା ପାଇଁ ଗ୍ଭହୁଁ ନାହିଁ।” Gade chapit la |