Biblia Todo Logo
Bib sou entènèt

- Piblisite -




ପରମ ଗୀତ 5:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋʼ ହସ୍ତରୁ ଗନ୍ଧରସ, ମୋʼ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ଵାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋʼ ହସ୍ତରୁ ଗନ୍ଧରସ, ମୋʼ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।

Gade chapit la Kopi

ଓଡିଆ ବାଇବେଲ

5 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋ’ ହସ୍ତରୁ ଗନ୍ଧରସ, ମୋ’ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।

Gade chapit la Kopi

ପବିତ୍ର ବାଇବଲ

5 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି, କିଳଣୀର ବେଣ୍ଟ ଉପରେ ମୋର ହସ୍ତରୁ ଗନ୍ଧରସ ଓ ମୋ’ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା।

Gade chapit la Kopi




ପରମ ଗୀତ 5:5
10 Referans Kwoze  

ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ।


ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,


ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋହର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ।


ଆଉ, କେବଳ ତାହାଙ୍କ ଆଗମନ ଦ୍ୱାରା ନୁହେଁ, କିନ୍ତୁ ଯେଉଁ ସାନ୍ତ୍ୱନା ଦ୍ୱାରା ସେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଥିଲେ, ତାହା ଦ୍ୱାରା ମଧ୍ୟ ସାନ୍ତ୍ୱନା ଦେଲେ, କାରଣ ସେ ତୁମ୍ଭମାନଙ୍କ ଉଦ୍‌ଯୋଗ, ତୁମ୍ଭମାନଙ୍କ ବିଳାପ, ମୋʼ ସପକ୍ଷରେ ତୁମ୍ଭମାନଙ୍କ ଆଗ୍ରହ ବିଷୟ ଆମ୍ଭମାନଙ୍କୁ ଜଣାଇଲେ; ସେଥିରେ ମୁଁ ଆହୁରି ଅଧିକ ଆନନ୍ଦିତ ହେଲି।


ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରି ଆସି ଦ୍ୱାରରେ ଆଘାତ କରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ।


ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋʼ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋʼ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।”


ଗନ୍ଧରସ ଓ କୁନ୍ଦୁରୁରେ, ଗନ୍ଧବଣିକର ସର୍ବପ୍ରକାର ସୁଗନ୍ଧି ଚୂର୍ଣ୍ଣରେ ସୁବାସିତ ହୋଇ ଧୂମସ୍ତମ୍ଭ ତୁଲ୍ୟ ପ୍ରାନ୍ତରରୁ ଯେ ଆସୁଅଛନ୍ତି, ସେ କିଏ?


ଦେଖ, ହେ ମୋହର ପ୍ରିୟତମ, ତୁମ୍ଭେ ସୁନ୍ଦର, ହଁ, ତୁମ୍ଭେ ମନୋହର; ଆହୁରି, ଆମ୍ଭମାନଙ୍କ ଶଯ୍ୟା ହରିଦ୍‍ବର୍ଣ୍ଣ ଅଟେ।


Swiv nou:

Piblisite


Piblisite