Biblia Todo Logo
Bib sou entènèt

- Piblisite -




ପରମ ଗୀତ 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି କୁହ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆଗୋ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜିପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁ ଦିଗ ଧରିଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

1 ହେ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ, ତୁମ୍ଭର ପ୍ରିୟତମ କେଉଁଆଡ଼େ ଯାଇଅଛନ୍ତି ? ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁଆଡେ ଯାଇଛନ୍ତି କୁହ ?

Gade chapit la Kopi

ପବିତ୍ର ବାଇବଲ

1 ଆଗୋ ନାରୀଗଣ ମଧ୍ୟରେ ପରମ ସୁନ୍ଦରୀ। ତୁମ୍ଭର ପ୍ରିୟତମ କୁଆଡ଼େ ଯାଇଛନ୍ତି। ତୁମ୍ଭ ସଙ୍ଗେ ଆମ୍ଭେମାନେ ଯେମନ୍ତ ଖୋଜି ପାରିବା ଏଥିପାଇଁ ତୁମ୍ଭ ପ୍ରିୟତମ କେଉଁ ଆଡ଼କୁ ଯାଇଛନ୍ତି କୁହ।

Gade chapit la Kopi




ପରମ ଗୀତ 6:1
13 Referans Kwoze  

ହେ ନାରୀଗଣ ମଧ୍ୟରେ ପରମାସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ?


ହେ ନାରୀଗଣ ମଧ୍ୟରେ ପରମସୁନ୍ଦରୀ, ଯଦି ତୁମ୍ଭେ ନ ଜାଣ, ତେବେ ତୁମ୍ଭେ ପଲର ପଦଚିହ୍ନ ଧରି ଗମନ କର ଓ ମେଷପାଳକମାନଙ୍କ ତମ୍ବୁ ନିକଟରେ ଆପଣା ଛେଳିଛୁଆମାନଙ୍କୁ ଚରାଅ।


ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?


ସଦାପ୍ରଭୁ ତୁମ୍ଭ କର୍ମର ଫଳ ଦେଉନ୍ତୁ; ଇସ୍ରାଏଲର ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କ ପକ୍ଷ ତଳେ ତୁମ୍ଭେ ଆଶ୍ରୟ ନେବାକୁ ଆସିଅଛ, ସେ ତୁମ୍ଭକୁ ସମ୍ପୂର୍ଣ୍ଣ ପୁରସ୍କାର ଦେଉନ୍ତୁ।”


ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ।


ହେ ମୋହର ପ୍ରିୟେ, ତୁମ୍ଭେ ତିର୍ସା ପରି ସୁନ୍ଦରୀ, ଯିରୂଶାଲମ ପରି ଶୋଭାବତୀ, ଧ୍ୱଜାଧାରୀ ସୈନ୍ୟ ପରି ଭୟଙ୍କରୀ।


ଯେପରି କଣ୍ଟକ ମଧ୍ୟରେ କଇଁଫୁଲ, ସେହିପରି ଯୁବତୀଗଣ ମଧ୍ୟରେ ମୋହର ପ୍ରିୟା।


ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।


ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ। ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ।


Swiv nou:

Piblisite


Piblisite