ପରମ ଗୀତ 6:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍ରୋଟ୍ ଉଦ୍ୟାନକୁ ଗଲି। Gade chapit laପବିତ୍ର ବାଇବଲ (Re-edited) - (BSI)11 ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ଵ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍ରୋଟ୍ ଉଦ୍ୟାନକୁ ଗଲି। Gade chapit laଓଡିଆ ବାଇବେଲ11 ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍ରୋଟ୍ ଉଦ୍ୟାନକୁ ଗଲି। Gade chapit laପବିତ୍ର ବାଇବଲ11 ମୁଁ ଡିମ୍ବିରି ବୃକ୍ଷ କାଟିବାକୁ ସଦ୍ୟ ଗ୍ଭରାଗଛ ଗୁଡ଼ିକ ଦେଖିବା ପାଇଁ ଗଲି। ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ କଢ଼ ଧରିଛି କି ନାହିଁ ମୁଁ ଦେଖିବାକୁ ଗଲି। Gade chapit la |