Biblia Todo Logo
Bib sou entènèt

- Piblisite -




ପରମ ଗୀତ 6:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋʼ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋʼ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା।

Gade chapit la Kopi

ଓଡିଆ ବାଇବେଲ

12 ମୁଁ ଜ୍ଞାତ ହେବା ପୂର୍ବେ ମୋହର ପ୍ରାଣ ମୋ’ ରାଜକୀୟ ଲୋକମାନଙ୍କ ରଥ ମଧ୍ୟରେ ମୋତେ ରଖିଲା।

Gade chapit la Kopi

ପବିତ୍ର ବାଇବଲ

12 ମୁଁ ଅନୁଭବ କଲା ପୂର୍ବରୁ ମୁଁ ମୋ’ ନିଜକୁ ଏକ ରଥରେ ରାଜପୁତ୍ରଙ୍କର ପାଖରେ ପାଇଲି।

Gade chapit la Kopi




ପରମ ଗୀତ 6:12
5 Referans Kwoze  

ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ।


ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍‍ରୋଟ୍‍ ଉଦ୍ୟାନକୁ ଗଲି।


ହେ ଶୂଲମିୟେ, ଫେର, ଫେର; ଆମ୍ଭେମାନେ ତୁମ୍ଭକୁ ଦେଖିବା, ଫେର, ଫେର। ମହନୟିମସ୍ଥ ନୃତ୍ୟକୁ ଯେପରି, ସେପରି କାହିଁକି ତୁମ୍ଭେମାନେ ଶୂଲମିୟାକୁ ଅନାଇବ?


Swiv nou:

Piblisite


Piblisite