Biblia Todo Logo
Bib sou entènèt

- Piblisite -




ପରମ ଗୀତ 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଅାଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।

Gade chapit la Kopi

ଓଡିଆ ବାଇବେଲ

6 ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍‍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।

Gade chapit la Kopi

ପବିତ୍ର ବାଇବଲ

6 ତୁମ୍ଭର ଦାନ୍ତ ପଂକ୍ତି ସ୍ଥାନରୁ ‌‌ଉ‌‌ତ୍‌‌ଥିତ‌ା ମେଷୀପଲ ତୁଲ୍ୟ। ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।

Gade chapit la Kopi




ପରମ ଗୀତ 6:6
5 Referans Kwoze  

ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।


ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।’”


ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, “ଆଉ କଦାପି ତୋʼଠାରେ ଫଳ ନ ହେଉ।” ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା।


ତୁମ୍ଭେ ମୋʼ ଆଡ଼ୁ ଆପଣା ଆଖି ଫେରାଅ, କାରଣ ତଦ୍ଦ୍ୱାରା ମୁଁ ପରାସ୍ତ ହୋଇଅଛି। ତୁମ୍ଭର କେଶ ଗିଲୀୟଦ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ।


ତୁମ୍ଭ ଓଢ଼ଣା ତଳେ ତୁମ୍ଭର ଗାଲ ଡାଳିମ୍ବଖଣ୍ଡ ସଦୃଶ।


Swiv nou:

Piblisite


Piblisite