Biblia Todo Logo
Bib sou entènèt

- Piblisite -




ପରମ ଗୀତ 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆସ, ମୋʼ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳ କ୍ଷେପଣ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆସ, ମୋʼ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳକ୍ଷେପଣ କରୁ।

Gade chapit la Kopi

ଓଡିଆ ବାଇବେଲ

11 ଆସ, ମୋ’ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳକ୍ଷେପଣ କରୁ।

Gade chapit la Kopi

ପବିତ୍ର ବାଇବଲ

11 ଆସ, ମୋର ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯିବା। ଆସ ହେନା ଗ୍ଭରାଗଛ ଗହଣରେ ରାତିଟି କଟେଇଦେବା।

Gade chapit la Kopi




ପରମ ଗୀତ 7:11
7 Referans Kwoze  

ହେ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, ମୋʼ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍‍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।


ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।


ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋʼ ପ୍ରତି ଅଛି।


ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।


ପୁଣି, ସୋରର କନ୍ୟା ଭେଟି ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତି କରିବେ।


ମୋʼ ପ୍ରିୟତମ ମୋହର ଓ ମୁଁ ତାଙ୍କର ଅଟେ; ସେ କଇଁଫୁଲବନ ମଧ୍ୟରେ ଆପଣା ପଲ ଚରାଉଅଛନ୍ତି।


Swiv nou:

Piblisite


Piblisite