ପରମ ଗୀତ 7:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଦୂଦାଫୁଲ ସୁବାସ ଦେଉଅଛି, ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି, ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)13 ଦୂଦା ଫୁଲ ସୁବାସ ଦେଉଅଛି, ଆମ୍ଭମାନଙ୍କ ଦ୍ଵାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି, Gade chapit laଓଡିଆ ବାଇବେଲ13 ଦୂଦାଫୁଲ ସୁବାସ ଦେଉଅଛି, ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି, ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି। Gade chapit laପବିତ୍ର ବାଇବଲ13 ଦୂଦା ଫୁଲ ସୁବାସ ହେଉଅଛି। ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ତଟକା ଫଳ ଓ ଶୁଖିଲା ଫଳ ଅଛି। ହେ ମୋର ପ୍ରିୟତମ, ଏସବୁ ମୁଁ ତୁମ୍ଭ ପାଇଁ ରଖିଅଛି। Gade chapit la |