Biblia Todo Logo
Bib sou entènèt

- Piblisite -




ପରମ ଗୀତ 7:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର ଶୋଶନ୍ପୁଷ୍ପ-ମଣ୍ତିତ ଗହମରାଶି ତୁଲ୍ୟ।

Gade chapit la Kopi

ଓଡିଆ ବାଇବେଲ

2 ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ।

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ପାତ୍ର ତୁଲ୍ୟ। ତୁମ୍ଭର ଉଦର ଶୋଶନ୍ ପୁଷ୍ପ ମଣ୍ଡିତ ଗହମ ରାଶି ତୁଲ୍ୟ।

Gade chapit la Kopi




ପରମ ଗୀତ 7:2
8 Referans Kwoze  

ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍‍ ଆମ୍ଭେମାନେ ଈଶ୍ବରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ।


“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବକ୍ତା କରି ନିଯୁକ୍ତ କରିଅଛୁ।”


“ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;


ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ।


ତାହା ତୁମ୍ଭ ନାଭିଦେଶର ସ୍ୱାସ୍ଥ୍ୟ ଓ ଅସ୍ଥିର ମଜ୍ଜା ହେବ।


ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ।


ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।


ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ।


Swiv nou:

Piblisite


Piblisite