ପରମ ଗୀତ 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍-ରବ୍ବୀମ ନଗର-ଦ୍ୱାର ନିକଟସ୍ଥ ହିଷ୍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ। Gade chapit laପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍-ରବ୍ବୀମ ନଗରଦ୍ଵାର ନିକଟସ୍ଥ ହିଶ୍ବୋନ୍ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ। Gade chapit laଓଡିଆ ବାଇବେଲ4 ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍-ରବ୍ବୀମ ନଗରଦ୍ୱାର ନିକଟସ୍ଥ ହିଷ୍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ। Gade chapit laପବିତ୍ର ବାଇବଲ4 ତୁମ୍ଭର ଗଳଦେଶ ଗଳଦନ୍ତମୟ ଦୁର୍ଗ ସଦୃଶ। ତୁମ୍ଭ ନେତ୍ର ଯୁଗଳ ବେଥ୍-ରବ୍ବୀମ ନଗର ଦ୍ୱାର ନିକଟସ୍ଥ ହିଶ୍ବୋନ୍ ସେରାବର ସଦୃଶ। ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନ୍ର ଦୁର୍ଗ ତୁଲ୍ୟ। Gade chapit la |