Biblia Todo Logo
Bib sou entènèt

- Piblisite -




ପରମ ଗୀତ 8:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମୁଁ ପ୍ରାଚୀର ସ୍ୱରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ୱରୂପ; ସେହି ସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମୁଁ ପ୍ରାଚୀର ସ୍ଵରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ଵରୂପ; ସେସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି।

Gade chapit la Kopi

ଓଡିଆ ବାଇବେଲ

10 ମୁଁ ପ୍ରାଚୀର ସ୍ୱରୂପା ଓ ମୋହର ସ୍ତନ ତହିଁର ଦୁର୍ଗ ସ୍ୱରୂପ; ସେହି ସମୟରେ ତାଙ୍କ ଦୃଷ୍ଟିରେ ମୁଁ ଶାନ୍ତିପ୍ରାପ୍ତାର ତୁଲ୍ୟ ଥିଲି।

Gade chapit la Kopi

ପବିତ୍ର ବାଇବଲ

10 ମୁଁ ପ୍ରାଚୀର ସ୍ୱରୂପା ଓ ମୋହର ସ୍ତନ ତହିଁରେ ଦୁର୍ଗସ୍ୱରୂପ। ସେହି ସମୟରେ ସେ ମୋତେ ଜଣକ ପରି ବିବେଚନା କଲା, ଯିଏ ତୃପ୍ତି ଆଣେ।

Gade chapit la Kopi




ପରମ ଗୀତ 8:10
15 Referans Kwoze  

ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଈଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ।


ଆମ୍ଭେ କ୍ଷେତ୍ରରେ ଉଦ୍ଭିଦ ପରି ତୁମ୍ଭକୁ ବହୁସଂଖ୍ୟକ କରାଇଲୁ, ତହିଁରେ ତୁମ୍ଭେ ବୃଦ୍ଧି ପାଇ ଅତି ବଡ଼ ହୋଇ ଉଠିଲ ଓ ମହାଶୋଭାରୂପ ଅଳଙ୍କାର ସ୍ୱରୂପ ହେଲ; ତୁମ୍ଭର ସ୍ତନଯୁଗଳ ସୁଡୌଲ ଓ ତୁମ୍ଭର କେଶ ଦୀର୍ଘ ହେଲା; ତଥାପି ତୁମ୍ଭେ ବିବସନା ଓ ଉଲଙ୍ଗିନୀ ଥିଲ।


ପୁଣି, ବିଦେଶୀୟମାନେ ତୁମ୍ଭର ପ୍ରାଚୀର ନିର୍ମାଣ କରିବେ ଓ ସେମାନଙ୍କର ରାଜାଗଣ ତୁମ୍ଭର ପରିଚର୍ଯ୍ୟା କରିବେ; କାରଣ ଆମ୍ଭେ ଆପଣା କୋପରେ ତୁମ୍ଭକୁ ପ୍ରହାର କଲୁ, ମାତ୍ର ଆପଣା ଅନୁଗ୍ରହରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିଅଛୁ।


ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି।


କଇଁଫୁଲ ବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ।


ତାହା କଲେ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ଦୃଷ୍ଟିରେ ଅନୁଗ୍ରହ ଓ ସୁବିବେଚନା ଲାଭ କରିବ।


ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଲେ।


ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।


ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।


ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା।


ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, ବୀରଗଣର ସକଳ ଢାଲ ଟଙ୍ଗାଗଲା।


Swiv nou:

Piblisite


Piblisite