Biblia Todo Logo
Bib sou entènèt

- Piblisite -




ପରମ ଗୀତ 8:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା।

Gade chapit la Kopi

ଓଡିଆ ବାଇବେଲ

11 ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା।

Gade chapit la Kopi

ପବିତ୍ର ବାଇବଲ

11 ବାଲ୍-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା। ସେ ଦ୍ରାକ୍ଷାକ୍ଷେତ୍ରଟିକୁ ରକ୍ଷକମାନଙ୍କ ହାତରେ ନ୍ୟସ୍ତ କଲେ। ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ 1,000 ରୂପାମୁଦ୍ରା ଦେବାକୁ ପଡ଼ିଲା।

Gade chapit la Kopi




ପରମ ଗୀତ 8:11
11 Referans Kwoze  

ମୁଁ ଆପଣା ନିମନ୍ତେ ମହତ୍ ମହତ୍ କର୍ମ କଲି; ମୁଁ ଗୃହମାନ ନିର୍ମାଣ କଲି; ମୁଁ ଅନେକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି;


ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।


ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ। “ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ।


ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।


ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋʼ ପ୍ରତି କୁଦୃଷ୍ଟି କର ନାହିଁ। ମୋʼ ମାତାର ସନ୍ତାନଗଣ ମୋʼ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ।


ପୁଣି, ସେ ସାରାକୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ଡ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ୱରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟବିଚାର କରାଗଲା।”


ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା।


ମୋହର ଦ୍ରାକ୍ଷାକ୍ଷେତ୍ର ମୋʼ ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ।


Swiv nou:

Piblisite


Piblisite