Biblia Todo Logo
Bib sou entènèt

- Piblisite -




ପରମ ଗୀତ 8:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ରହିବ ଓ ତାଙ୍କ ଡାହାଣ ହସ୍ତ ମୋତେ ଆଲିଙ୍ଗନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ରହିବ ଓ ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରିବ।

Gade chapit la Kopi

ଓଡିଆ ବାଇବେଲ

3 ତାଙ୍କ ବାମ ହସ୍ତ ମୋ’ ମସ୍ତକ ତଳେ ରହିବ ଓ ତାଙ୍କ ଡାହାଣ ହସ୍ତ ମୋତେ ଆଲିଙ୍ଗନ କରିବ।

Gade chapit la Kopi

ପବିତ୍ର ବାଇବଲ

3 ତାହାଙ୍କ ବାମ ହସ୍ତ ମୋ’ ମସ୍ତକ ତଳେ ରହିବ ଓ ତାହାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରିବ।

Gade chapit la Kopi




ପରମ ଗୀତ 8:3
6 Referans Kwoze  

ତାଙ୍କ ବାମ ହସ୍ତ ମୋʼ ମସ୍ତକ ତଳେ ଅଛି, ପୁଣି ତାଙ୍କ ଦକ୍ଷିଣ ହସ୍ତ ମୋତେ ଆଲିଙ୍ଗନ କରେ।


ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ “ବିନାଶ କର” ବୋଲି କହିଲେ।


ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।


ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିିତ ଦ୍ରାକ୍ଷାରସ, ମୋହର ଡାଳିମ୍ବରସ ପାନ କରାନ୍ତି।


ହେ ଯିରୂଶାଲମର କନ୍ୟାଗଣ, ମୁଁ ତୁମ୍ଭମାନଙ୍କୁ ଶପଥ ଦେଉଅଛି ଯେ, ପ୍ରେମର ବାସନା ନୋହିବା ପର୍ଯ୍ୟନ୍ତ ତୁମ୍ଭେମାନେ ପ୍ରେମକୁ ଜଗାଅ ନାହିଁ, କି ଉତ୍ତେଜିତ କର ନାହିଁ।


Swiv nou:

Piblisite


Piblisite