ପରମ ଗୀତ 8:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯଦି କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ୱ ଦେବ, ତେବେ ସେ ଲୋକ ନିତାନ୍ତ ତୁଚ୍ଛୀକୃତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯେବେ କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ଵ ଦେବ, ତେବେ ସେ ଲୋକ ନିତା; ତୁଚ୍ଛୀକୃତ ହେବ। Gade chapit laଓଡିଆ ବାଇବେଲ7 ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ, କିଅବା ବଢ଼ି ତାହା ବୁଡ଼ାଇ ନ ପାରେ; ଯଦି କେହି ପ୍ରେମ ନିମନ୍ତେ ଆପଣା ଗୃହର ସର୍ବସ୍ୱ ଦେବ, ତେବେ ସେ ଲୋକ ନିତାନ୍ତ ତୁଚ୍ଛୀକୃତ ହେବ। Gade chapit laପବିତ୍ର ବାଇବଲ7 ଅପାର ଜଳରାଶି ପ୍ରେମକୁ ନିର୍ବାଣ କରି ନ ପାରେ। କିଅବା ବନ୍ୟା ତାହା ବୁଡ଼ାଇ ନ ପାରେ। ଯେବେ କେହି ଆପଣାର ସର୍ବସ୍ୱ ବଦଳରେ ପ୍ରେମ କିଣିବା ପାଇଁ ଚେଷ୍ଟା କରେ, ତେବେ ସେ ଲୋକ ସମସ୍ତଙ୍କ ଦ୍ୱାରା ତୁଚ୍ଛୀକୃତ ହେବ। Gade chapit la |