ତୀତସ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ବର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆଉ ସେହି ଆନନ୍ଦଦାୟକ ଭରସା ପୁଣି ଆମ୍ଭମାନଙ୍କ ମହାନ ଈଶ୍ଵର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛି। Gade chapit laଓଡିଆ ବାଇବେଲ13 ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥି ନିମନ୍ତେ ଶିକ୍ଷା ଦେଉଅଛି । Gade chapit laପବିତ୍ର ବାଇବଲ (CL) NT (BSI)13 ଅକପଟ ଓ ଧାର୍ମିକ ଜୀବନ ଯାପନ କରିବାକୁ ଆମେ ପ୍ରେରଣା ପାଇଛୁ। ମହାନ୍ ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଗୌରବ ପ୍ରକାଶ ପାଇବାକୁ ଯାଉଛି ସେହି ଦିନର ଅପେକ୍ଷାରେ ଆମ୍ଭେମାନେ ରହିଛୁ। Gade chapit laପବିତ୍ର ବାଇବଲ13 ଆମ୍ଭର ମହାନ୍ ପରମେଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆସିବା ବାଟକୁ ଗ୍ଭହିଁ ରହିଥିଲାବେଳେ ଆମ୍ଭେ ଏହିଭଳି ରହିବା ଦରକାର। ସେ ଆମ୍ଭମାନଙ୍କର ମହାନ୍ ଭରସା ଓ ସେ ଗୌରବରେ ଆସିବେ। Gade chapit la |