ତୀତସ 3:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; Gade chapit laପବିତ୍ର ବାଇବଲ (Re-edited) - (BSI)5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ପୁନର୍ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ଵାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; Gade chapit laଓଡିଆ ବାଇବେଲ5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; Gade chapit laପବିତ୍ର ବାଇବଲ5 ପରମେଶ୍ୱରଙ୍କ ସହିତ ସୁସମ୍ପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ଯ୍ୟଗୁଡ଼ିକ ହେତୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ରଆତ୍ମାଙ୍କ ମାଧ୍ୟମରେ ଆସିଥିଲା। Gade chapit la |
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।