ଯିଖରୀୟ 1:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, ‘ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି।’ Gade chapit laପବିତ୍ର ବାଇବଲ (Re-edited) - (BSI)11 ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି। Gade chapit laଓଡିଆ ବାଇବେଲ11 ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, “ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି।” Gade chapit laପବିତ୍ର ବାଇବଲ11 ତା'ପରେ ସେହି ଅଶ୍ୱଗୁଡ଼ିକ ମେହେନ୍ଦି ବୁଦା ମଧ୍ୟରେ ଛିଡ଼ା ହୋଇଥିବା ସଦାପ୍ରଭୁଙ୍କ ସ୍ୱର୍ଗଦୂତକୁ କହିଲେ, “ଦେଖ ଆମ୍ଭେମାନେ ସାରା ପୃଥିବୀରେ ଭ୍ରମଣ କରିଛୁ ଏବଂ ସମଗ୍ର ପୃଥିବୀ ସୁସ୍ଥିର ଓ ଶାନ୍ତ ଅଛି।” Gade chapit la |