ଯିଖରୀୟ 1:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟ; ବିରକ୍ତ ଅଛୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶ ବୃଦ୍ଧିର ସାହାଯ୍ୟ କଲେ। Gade chapit laଓଡିଆ ବାଇବେଲ15 ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ। Gade chapit laପବିତ୍ର ବାଇବଲ15 ନିଜକୁ ନିରାପଦ ମନେ କରୁଥିବା ଦେଶ ପ୍ରତି ଆମ୍ଭେ ଅତ୍ୟନ୍ତ କ୍ଷୁବ୍ଧ ଥିଲୁ। କାରଣ ସେମାନେ ବିପର୍ଯ୍ୟୟକୁ ସର୍ବଦା ଆମନ୍ତ୍ରଣ କରୁଥିଲେ।” Gade chapit la |