ଯିଖରୀୟ 1:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ3 ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭ ପ୍ରତି ଫେର,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। “ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ3 ତେଣୁ, ତୁମ୍ଭର ଲୋକମାନଙ୍କୁ ଏହି କଥା କୁହ, ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ମୋ’ ନିକଟକୁ ଫେରି ଆସ ଏବଂ ମୁଁ ତୁମ୍ଭ ନିକଟକୁ ଫେରିଯିବି।” ସଦାପ୍ରଭୁ ସର୍ବଶକ୍ତିମାନ ଏହା କହିଥିଲେ। Gade chapit la |
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ‘ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ;’ ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
ମାତ୍ର ସେମାନେ ବିଶ୍ରାମ ପାଇଲା ଉତ୍ତାରେ ପୁନର୍ବାର ତୁମ୍ଭ ଦୃଷ୍ଟିରେ କୁକର୍ମ କଲେ; ଏହେତୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣ ହସ୍ତରେ ସମର୍ପଣ କଲ, ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ, ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଅନେକ ଥର ତୁମ୍ଭେ ଆପଣା ଦୟାନୁସାରେ ସେମାନଙ୍କୁ ଉଦ୍ଧାର କଲ।
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।