Biblia Todo Logo
Bib sou entènèt

- Piblisite -




ଯିଖରୀୟ 10:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଯେପର୍ଯ୍ୟନ୍ତ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂରରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଓ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ଆହୁରି, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ପୁନର୍ବାର ଫେରାଇ ଆଣିବା ଓ ଅଶୂର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା; ଆଉ, ଆମ୍ଭେ ସେମାନଙ୍କୁ ଗିଲୀୟଦ ଓ ଲିବାନୋନ ଦେଶକୁ ଆଣିବା ଯେ ପର୍ଯ୍ୟନ୍ତ ସେମାନଙ୍କ ନିମନ୍ତେ ସ୍ଥାନ ଅଣ୍ଟିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

10 ଆମ୍ଭେ ସେମାନଙ୍କୁ ମିଶରରୁ ଫେରାଇ ଆଣିବା ଏବଂ ଅଶୂରରୁ ଏକତ୍ରିତ କରିବା। ଆମ୍ଭେ ସେମାନଙ୍କୁ ଗିଲିୟଦରୁ ଏବଂ ଲିବାନୋ‌ନ୍‌ରୁ ଫେରାଇ ଆଣିବା ଏବଂ ସେମାନଙ୍କ ପାଇଁ ଯଥେଷ୍ଟ ସ୍ଥାନ ନ ଥିବ।”

Gade chapit la Kopi




ଯିଖରୀୟ 10:10
16 Referans Kwoze  

ସେମାନେ ପକ୍ଷୀ ପରି ମିସରରୁ ଓ କପୋତ ପରି ଅଶୂର ଦେଶରୁ ଥରଥର ହୋଇ ଆସିବେ; ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଗୃହରେ ବାସ କରାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେ ଆପଣା ଲୋକମାନଙ୍କୁ ପୂର୍ବ ଦେଶରୁ ଓ ପଶ୍ଚିମ ଦେଶରୁ ଉଦ୍ଧାର କରନ୍ତି!


ତୁମ୍ଭେ ଆପଣା ପାଞ୍ଚଣ ନେଇ ଆପଣା ଲୋକମାନଙ୍କୁ, ଅର୍ଥାତ୍‍, ଏକାକୀ ବାସକାରୀ ଆପଣା ପୈତୃକ ଅଧିକାର ସ୍ୱରୂପ ପଲକୁ, କର୍ମିଲର ମଧ୍ୟସ୍ଥିତ ଅରଣ୍ୟରେ ଚରାଅ; ସେମାନେ ପୂର୍ବକାଳର ନ୍ୟାୟ ବାଶନରେ ଓ ଗିଲୀୟଦରେ ଚରନ୍ତୁ।


ପୁଣି, କିଣାନୀୟମାନଙ୍କର ମଧ୍ୟବର୍ତ୍ତୀ ନିର୍ବାସିତ ଇସ୍ରାଏଲ-ସନ୍ତାନଗଣର ଏହି ସୈନ୍ୟସାମନ୍ତ ସାରିଫତ୍‍ ନଗର ପର୍ଯ୍ୟନ୍ତ ଅଧିକାର କରିବେ ଓ ଯିରୂଶାଲମର ଯେଉଁ ନିର୍ବାସିତ ଲୋକମାନେ ସଫାରଦରେ ଅଛନ୍ତି, ସେମାନେ ଦକ୍ଷିଣସ୍ଥ ନଗରସକଳ ଅଧିକାର କରିବେ।


ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।


କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ ଓ ଲିବାନୋନର ଶୃଙ୍ଗ ସ୍ୱରୂପ ଅଟ; ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ୱରୂପ କରିବା।


କ୍ଷୁଦ୍ର ଜଣକ ସହସ୍ର ହେବ ଓ ସାନ ଜଣକ ବଳବାନ ଗୋଷ୍ଠୀ ହେବ; ଆମ୍ଭେ ସଦାପ୍ରଭୁ ଯଥାକାଳରେ ଏହା ଶୀଘ୍ର ଘଟାଇବା।


ପୁଣି, ଆମ୍ଭେ ସେମାନଙ୍କୁ ଆଣିବା, ତହିଁରେ ସେମାନେ ଯିରୂଶାଲମ ମଧ୍ୟରେ ବାସ କରିବେ; ଆଉ, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସତ୍ୟ ଓ ଧାର୍ମିକତାରେ ସେମାନଙ୍କର ପରମେଶ୍ୱର ହେବା।”


ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।


Swiv nou:

Piblisite


Piblisite