ଯିଖରୀୟ 11:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ମୁଁ ଆପଣା ଶୋଭା ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକୁ ଖଣ୍ଡ ଖଣ୍ଡ କରି କାଟିଲି। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି, ମୁଁ ଆପଣା ଶୋଭା ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକି ଖଣ୍ତ ଖଣ୍ତ କରି କାଟିଲି। Gade chapit laଓଡିଆ ବାଇବେଲ10 ପୁଣି, ମୁଁ ଆପଣା ‘ଶୋଭା’ ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକୁ ଖଣ୍ଡ ଖଣ୍ଡ କରି କାଟିଲି। Gade chapit laପବିତ୍ର ବାଇବଲ10 ତା'ପରେ ଆମ୍ଭେ ଶୋଭା ନାମକ ଯଷ୍ଟିକୁ ନେଲୁ ଏବଂ ତାକୁ ଭାଙ୍ଗି ଦେଲୁ। ଆମ୍ଭେ ଏହା କଲୁ, ଆମ୍ଭର ଚୁକ୍ତିକୁ ଧ୍ୱଂସ କରିବା ପାଇଁ ଯାହା ଏହି ଲୋକମାନଙ୍କ ସହିତ କରିଥିଲୁ। Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।