Biblia Todo Logo
Bib sou entènèt

- Piblisite -




ଯିଖରୀୟ 11:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଅନନ୍ତର ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ପାଳକର ସଜ ନିଅ।

Gade chapit la Kopi

ଓଡିଆ ବାଇବେଲ

15 ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ।”

Gade chapit la Kopi

ପବିତ୍ର ବାଇବଲ

15 ତା'ପରେ ସଦାପ୍ରଭୁ ମୋତେ କହିଲେ, “ପୁନର୍ବାର ସେହି ନିର୍ବୋଧ ମେଷପାଳକର ସାଜ ଦିଅ।

Gade chapit la Kopi




ଯିଖରୀୟ 11:15
10 Referans Kwoze  

ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ?


ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କଅଣ ଶ୍ରେଷ୍ଠ?


ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।”


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ମୂଢ଼ ଭବିଷ୍ୟଦ୍‍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍‍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।


ତୁମ୍ଭର ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।


ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।”


ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର!”


ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;


Swiv nou:

Piblisite


Piblisite