ଯିଖରୀୟ 12:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଲେବୀ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ଶିମୀୟିର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ; Gade chapit laପବିତ୍ର ବାଇବଲ (Re-edited) - (BSI)13 ଲେବୀ-ବଂଶର ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍; ଶିମୀୟିର ଗୋଷ୍ଠୀ ପୃଥକ୍ ଓ ସେମାନଙ୍କର ସ୍ତ୍ରୀଗଣ ପୃଥକ୍ ଶୋକ କରିବେ; Gade chapit laଓଡିଆ ବାଇବେଲ13 ଲେବୀ-ବଂଶର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ; ଶିମୀୟିର ଗୋଷ୍ଠୀ ନିଜେ ଓ ସେମାନଙ୍କର ସ୍ତ୍ରୀଗଣ ନିଜେ ନିଜେ ଶୋକ କରିବେ; Gade chapit laପବିତ୍ର ବାଇବଲ13 ଲେବୀ ପରିବାରର ନିଜେ ନିଜେ ଏବଂ ସେମାନଙ୍କର ସ୍ତ୍ରୀଲୋକମାନେ ନିଜେ ନିଜେ, ଶିମିୟିର ପରିବାରମାନେ ନିଜେ ନିଜେ ଶୋକ କରିବେ ଏବଂ ତାଙ୍କର ସ୍ତ୍ରୀମାନେ ନିଜେ ନିଜେ ଶୋକ କରିବେ। Gade chapit la |