Biblia Todo Logo
Bib sou entènèt

- Piblisite -




ଯିଖରୀୟ 13:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମାତ୍ର ସେ କହିବ, ‘ମୁଁ ଭବିଷ୍ୟଦ୍‍ବକ୍ତା ନୁହେଁ, ମୁଁ କୃଷକ, କାରଣ ବାଲ୍ୟକାଳରୁ ମୁଁ କ୍ରୀତଦାସ ହୋଇଅଛି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମାତ୍ର ସେ କହିବ, ମୁଁ ଭବିଷ୍ୟଦ୍ବକ୍ତା ନୁହେଁ, ମୁଁ କୃଷକ; କାରଣ ବାଲ୍ୟକାଳରୁ କ୍ରୀତଦାସ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

5 ମାତ୍ର ସେ କହିବ, ‘ମୁଁ ଭବିଷ୍ୟଦ୍‍ବକ୍ତା ନୁହେଁ, ମୁଁ କୃଷକ, କାରଣ ବାଲ୍ୟକାଳରୁ ମୁଁ କ୍ରୀତଦାସ ହୋଇଅଛି।’

Gade chapit la Kopi

ପବିତ୍ର ବାଇବଲ

5 ସେହି ଲୋକମାନେ କହିବେ, ‘ମୁଁ ଜଣେ ଭବିଷ୍ୟ‌ଦ୍‌ବକ୍ତା ନୁହେଁ, ମୁଁ ଜଣେ କୃଷକ। ଏହି ଭୂମି ମୋର ବାଲ୍ୟକାଳରୁ ମୋର ଅଧିକାରରେ ଅଛି।’

Gade chapit la Kopi




ଯିଖରୀୟ 13:5
3 Referans Kwoze  

ତହିଁରେ ଆମୋଷ ଉତ୍ତର କରି ଅମତ୍‍ସୀୟଙ୍କୁ କହିଲେ, “ମୁଁ ଭବିଷ୍ୟଦ୍‍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍‍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି;


ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ‘ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି।’”


Swiv nou:

Piblisite


Piblisite