Biblia Todo Logo
Bib sou entènèt

- Piblisite -




ଯିଖରୀୟ 13:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ‘ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏସବୁ ସେହି।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ‘ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏହିସବୁ ସେହି।’”

Gade chapit la Kopi

ପବିତ୍ର ବାଇବଲ

6 କିନ୍ତୁ ଅନ୍ୟଲୋକମାନେ କହିବେ, ‘ତୁମ୍ଭର ହାତରେ ଏହି କ୍ଷତଗୁଡ଼ିକ କ’ଣ? ସେ ଉତ୍ତର ଦେବେ, ‘ମୁଁ ମୋ’ ବନ୍ଧୁମାନଙ୍କ ଗୃହରେ କ୍ଷତ ବିକ୍ଷତ ହୋଇଥିଲି।’”

Gade chapit la Kopi




ଯିଖରୀୟ 13:6
9 Referans Kwoze  

ପୀଲାତ ଉତ୍ତର ଦେଲେ, ଆମ୍ଭେ କଅଣ ଜଣେ ଯିହୁଦୀ? ତୁମ୍ଭର ସ୍ୱଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କଅଣ କରିଅଛ?


କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।


ଏପରି ଲୋକମାନଙ୍କ ଯନ୍ତ୍ରଣାର ଧୂମ ଯୁଗେ ଯୁଗେ ଉଠୁଥିବ; ଯେଉଁମାନେ ପଶୁ ଓ ତାହାର ପ୍ରତିମାକୁ ପ୍ରଣାମ କରନ୍ତି ପୁଣି, ତାହାର ନାମର ଚିହ୍ନ ଗ୍ରହଣ କରନ୍ତି, ସେମାନଙ୍କର ଦିବାରାତ୍ର ବିଶ୍ରାମ ନାହିଁ।


ପୁଣି, ସେମାନେ ଉଚ୍ଚସ୍ୱର କରି ଡାକିଲେ ଓ ଆପଣାମାନଙ୍କ ବ୍ୟବହାରାନୁସାରେ ଦେହରୁ ରକ୍ତ ବହିଯିବା ପର୍ଯ୍ୟନ୍ତ ସେମାନେ ଛୁରୀ ଓ ବର୍ଚ୍ଛାରେ ଆପଣାମାନଙ୍କୁ କ୍ଷତବିକ୍ଷତ କଲେ।


ତହୁଁ ଯେହୂ ଆପଣାର ସମ୍ପୂର୍ଣ୍ଣ ବଳରେ ଧନୁ ଟାଣି ଯୋରାମ୍‍ଙ୍କର ଦୁଇ ବାହୁ ମଧ୍ୟକୁ ମାରନ୍ତେ, ତୀର ତାଙ୍କ ହୃଦୟ ଦେଇ ବାହାରିଗଲା, ତହିଁରେ ସେ ଆପଣା ରଥରେ ନଇଁ ପଡ଼ିଲେ।


“ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।


Swiv nou:

Piblisite


Piblisite